ହିଞ୍ଜିଳିରେ ୧୦ଟି ସ୍ମାର୍ଟ ସ୍କୁଲର ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳିରୁ ଆରମ୍ଭ ହେଲା ରାଜ୍ୟ ସରକାରଙ୍କର ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ। ୫-ଟି ଉପକ୍ରମରେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ସଂପୂର୍ଣ୍ଣ। ପ୍ରଥମ ପର୍ଯ୍ୟାୟରେ ୧୦ଟି ରୂପାନ୍ତରିତ ସ୍କୁଲକୁ ଆଜି ଲୋକାର୍ପିତ!-->…
