ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଶିବରାଜ
କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନ ଗୁରୁବାର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ସହ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପରିଦର୍ଶନ କରିଛନ୍ତି।
କୃଷି ସଚିବ ଏବଂ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଅରବିନ୍ଦ କୁମାର ପାଢୀଙ୍କ ସମେତ ପ୍ରଶାସନିକ ଅଧିକାରୀମାନେ!-->!-->!-->…
