ଆଜି ରାଜ୍ୟରେ ୪୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ
ଭୁବନେଶ୍ୱର: ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁସଂଖ୍ୟା ୪୦ ଉପରେ ରହୁଛି। କ୍ରମାଗତ ଭାବରେ କିଛିଦିନ ହେଲା ୪୦ରୁ ଅଧିକ ସଂକ୍ରାମିତଙ୍କର ମୃତ୍ୟୁ ଘଟୁଥିବା ଜଣାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୨ ଜଣଙ୍କର ପ୍ରାଣହାନି ଘଟିଛି। ଅନୁଗୁଳ ଜିଲାରୁ ୩ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା!-->…
