Odia News Portal

ଟ୍ୟୁସନ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ କରୁଥିଲେ ଶିକ୍ଷକ, ଅଭିଯୋଗ କଲେ ସ୍ତ୍ରୀ

ଜୟପୁର: ଶିକ୍ଷକଙ୍କ କଳାକାରନାମା । ଘରକୁ ଟ୍ୟୁସନ କରାଇବାକୁ ଡାକି ଛାତ୍ରୀଙ୍କୁ କରୁଥିଲେ ଅସଦାଚରଣ । ଏକାଧିକ ଛାତ୍ରୀଙ୍କ ସହ ଏଭଳି କାର୍ଯ୍ୟ କରୁଥିବା କଥା ଜାଣିବା ପରେ ଶିକ୍ଷକଙ୍କ ସ୍ତ୍ରୀ ଥାନାରେ ଅଭିଯୋଗ କରିଛନ୍ତି । ପୋଲିସ ଅଭିଯୁକ୍ତ ଶିକ୍ଷକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ।

ସ୍ମାର୍ଟସିଟି ପ୍ରତିଯୋଗିତାରେ ଭୁବନେଶ୍ୱରକୁ ମିଳିଲା ଆଉ ଏକ ଜାତୀୟ ପୁରସ୍କାର

ଭୁବନେଶ୍ୱର: ସ୍ମାର୍ଟ ସିଟି ଭୁବନେଶ୍ୱର ପୁଣି ହାତେଇଲା ଜାତୀୟ ସ୍ତରୀୟ ଆୱାର୍ଡ଼ । କେନ୍ଦ୍ର ସହର ବିକାଶ ମନ୍ତ୍ରଣାଳୟ ପକ୍ଷରୁ ସାଇକେଲ ଫର ଚେଞ୍ଜ ପ୍ରତିଯୋଗିତାରେ ଦେଶର ପ୍ରମୁଖ ୧୧ଟି ସହର ମଧ୍ୟରେ ଦ୍ୱିତୀୟ ସ୍ଥାନ ହାସଲ କରିଛି । ସାଇକେଲ ଚଳାଇବାକୁ ପ୍ରୋତ୍ସାହିତ କରିବା ଓ ଏଥିପାଇଁ

ପଢ଼ନ୍ତୁ ଅନଲକକୁ ନେଇ କଣ କହିଲେ ଡିଏମଇଟି

ଭୁବନେଶ୍ୱର: ରାଜ୍ୟର ଏବେ କରୋନା ସ୍ରଂକମଣ ହ୍ରାସ ପାଇଛି । ଦୈନିକ ମାମଲା ୧୬ ଶହରୁ ୧୭ ଶହ ମଧ୍ୟରେ ରହିଛି । ରାଜ୍ୟରେ ଏବେ ସମ୍ପୂର୍ଣ୍ଣ ଅନଲକ ହୋଇପାରେ ବୋଲି ଆଶା କରାଯାଉଛି । କିନ୍ତୁ ଖୋର୍ଦ୍ଧ ଓ କଟକ ଜିଲ୍ଲାରେ ସଂକ୍ରମଣ ୩ ଅଙ୍କ ଉପରେ ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ଜିଲ୍ଲାରେ

ରାଜ କୁନ୍ଦ୍ରା ଓ ଶିଳ୍ପାଙ୍କୁ ୩ ଲକ୍ଷ ଟଙ୍କାର ଜରିମାନା

ମୁମ୍ବାଇ: ଅଶ୍ଳୀଳ ଚଳଚ୍ଚିତ୍ର ନିର୍ମାଣ ମାମଲାର ଅଭିଯୁକ୍ତ ବିଶିଷ୍ଟ ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କ ବିରୋଧରେ ଏବେ ଭାରତର ପ୍ରତିଭୁତି ବିନିମୟ ବୋର୍ଡ଼(SEBI) କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛି। SEBI ରାଜ କୁନ୍ଦ୍ରା ଓ ତାଙ୍କ ପତ୍ନୀ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଉପରେ ଜରିମାନା ଲଗାଇଛି।

ଆସନ୍ତାକାଲି ଅଫଲାଇନରେ ମେଟ୍ରିକ ପରୀକ୍ଷା

ଭୁବନେଶ୍ୱର: ଚଳିତବର୍ଷ ବିନା ପରୀକ୍ଷାରେ ପ୍ରକାଶ ପାଇଥିଲା ମେଟ୍ରକି ରେଜଲ୍ଟ । ଯାହାକୁ ନେଇ ଅନେକ ଛାତ୍ରଛାତ୍ରୀ ଅସନ୍ତୁଷ୍ଟ ହୋଇଥିଲେ । ଏମାନେ ପୁଣିଥରେ ଫର୍ମଫିଲପ କରିଛନ୍ତି । ଆଉ ଆସନ୍ତାକାଲି ଅଫଲାଇନରେ ପରୀକ୍ଷା ଦେବେ ଛାତ୍ର ଛାତ୍ରୀ । ଶୁକ୍ରବାର ଦିନ ମୋଟ୍ ୬ ହଜାର ୫ ଶହ ୯୭

ଅଗଷ୍ଟ ୨୩ରୁ କମନ ପିଜି ଏଣ୍ଟ୍ରାନ୍ସ

ଭୁବନେଶ୍ୱର: କମନ ପିଜି ପ୍ରବେଶିକା ପରୀକ୍ଷା ପାଇଁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଅଗଷ୍ଟ ୨ରୁ ୧୪ ତାରିଖ ମଧ୍ୟରେ ଅନଲାଇନରେ ଆବେଦନ କରାଯିବ । ଅଗଷ୍ଟ ୨୩ରୁ ସେପ୍ଟେମ୍ବର ୩ ମଧ୍ୟରେ କମନ ପିଜି ପ୍ରବେଶିକା ପରୀକ୍ଷା ହେବ । ଅକ୍ଟୋବର ୧୨ ତାରିଖରେ ପ୍ରକାଶ ପାଇବ

ରାଜଧାନୀରେ ସଫେଇ ସଂସ୍ଥା ଓ ୱାର୍ଡ ଅଫିସରଙ୍କ କାର୍ଯ୍ୟକୁ ନେଇ ପ୍ରଶ୍ନ

ଭୁବନେଶ୍ୱର : ରାଜଧାନୀରେ ଏବେ ଡେଙ୍ଗୁ ମାତିଛି । ପ୍ରତିଦିନ ମଶା କାମୁଡାରେ ଘାଇଲା ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢୁଥିବାବେଳେ ଲୋକେ ବିଏମ୍‍ସି ଉପରେ ରକ୍ତଚାଉଳ ଚୋବାଉଛନ୍ତି । ତେବେ ଏଭଳି ସ୍ଥିତିରେ ସହରର ବହୁ ଅଞ୍ଚଳରେ ସଫେଇ ଦାୟିତ୍ୱ ନେଇଥିବା ଘରୋଇ ସଂସ୍ଥା ଓ ପ୍ରତି ୱାର୍ଡରେ ନିଯୁକ୍ତ

IAS ସ୍ତରରେ ଅଦଳ ବଦଳ

() ଆଇଏସ୍ ସ୍ତରରେ ଅଦଳ ବଦଳ । ହସ୍ତ ସଚିବ ଅଶୋକ ମିନା ହେଲେ ପଂଚାୟତରାଜ ସଚିବ । ପର୍ଯ୍ୟଟନ ସଚିବ ବିଶାଲ ଦେବ୍ ହେଲେ ଅର୍ଥ ସଚିବ । ପଂଚାୟତରାଜ ସଚିବ ଡିକେ ସିଂ ହେଲେ ଖଣି ଓ ଇସ୍ପାତ ସଚିବ । ଖଣି ସଚିବ ସୁରେନ୍ଦ୍ର କୁମାର ହେଲେ ସାଧାରଣ ପ୍ରଶାସନ ସଚିବ । ସୁରେନ୍ଦ୍ର କୁମାରଙ୍କୁ

ରାଜ୍ୟ ସରକାରଙ୍କ ‘ଡ୍ରିଙ୍କ ଫ୍ରମ୍ ଟ୍ୟାପ’ ମଡେଲ ଯୋଜନାକୁ ଛୁଟୁଛି ପ୍ରଂଶସାର ସୁଅ

ଭୁବନେଶ୍ୱର: ଶ୍ରୀକ୍ଷେତ୍ର ଧାମରେ ଆରମ୍ଭ ହୋଇଛି ଡ୍ରିଙ୍କ ଫ୍ରମ୍ ଟ୍ୟାପ ଯୋଜନା । ଯାହାଦ୍ୱାରା ପୁରୀବାସୀ ୨୪ ଘଣ୍ଟା ବିଶୁଦ୍ଧ ଉଚ୍ଚମାନର ଜଳ ପାଇ ପାରିବେ । ପୁରୀର ଶହେ ପ୍ରତିଶତ ଘରେ ମିଟର ଲଗାଇ ବିଶୁଦ୍ଧ ପାନୀୟ ଜଳ ଯୋଗାଯିବ । ଯାହାକି ପୂର୍ବରୁ ଇଂଲଣ୍ଡ, ନ୍ୟୁୟର୍କ ଏବଂ ସିଙ୍ଗାପୁରରେ

ଆଜି ଦେଶରେ ୪୩ ହଜାର ୫୦୯ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଗୋଟିଏ ଦିନରେ ୪୩,୫୦୯ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହି ସମୟ ମଧ୍ୟରେ ୩୮,୪୬୫ ଜଣ କରୋନାରୁ ଆରୋଗ୍ୟଲାଭ କରିଥିବା ଜଣାଯାଇଛି। ଏହାକୁ ମିଶାଇ ଦେଶରେ ମୋଟ ୩,୦୭,୦୧,୬୧୨ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି। ସଂପ୍ରତି ମୋଟ ୪,୦୩,୮୪୦ ଜଣ ସକ୍ରିୟ