ସର୍ବସାଧାରଣଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର
ପୁରୀ : ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର । କୋରୋନା ଯୋଗୁଁ ଚାରି ମାସରୁ ଅଧିକ ସମୟ ବନ୍ଦ ରହିଥିଲା ଶ୍ରୀମନ୍ଦିର । ଏହି ମାସ ୧୬ତାରିଖରୁ ୨୦ ତାରିଖ ଯାଏଁ କେବଳ ପୁରୀ ସହରର ବାସିନ୍ଦା ଜଗା ଦର୍ଶନ କରିଥିଲେ । ସୋମବାରଠୁ ସାଧାରଣ ଲୋକଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିର ।!-->…
