ଆଜି ରାଜ୍ୟରେ ୧୮୩୩ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ । ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ସଂକ୍ରମିତ। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୬୨ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୭୭୧ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।!-->…
