ଅଚିହ୍ନ। ପରିଚୟ ଦେଲା ନିଆରା ସମ୍ପର୍କର ଠିକଣା
ପୁରୀ: ପାଲବନ୍ଧା ଝୁମ୍ପୁଡି ଘର । ଘରେ ନିଜେ ରହିବାକୁ ଯାଗା ନାହିଁ । ତଥାପି ଜଣେ ହଜିଯାଇଥିବା ଅସହାୟ ବୃଦ୍ଧାଙ୍କୁ ଉଦ୍ଧାର କରି ନିଜ ଘରଲୋକ ପରି ରଖିଛନ୍ତି ଜଣେ ଯୁବକ । ନାଁ ତାଙ୍କର ବିଶ୍ୱନାଥ ସାମନ୍ତରାୟ । ଘର ପୁରୀ ସହରର ବାଲି ଉପର ରାମ ଚଣ୍ଡୀ ସାହିରେ । ପେଷାରେ ବିଶ୍ୱନାଥ ଜଣେ!-->…
