ବଙ୍ଗୋପସାଗରରେ ଲଘୁଚାପ, ବଡ଼ ଧରଣର ବର୍ଷା ସମ୍ଭାବନା
ଭୁବନେଶ୍ୱ ର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଓଡ଼ିଶା ଉପକୂଳରେ ଗୁରୁବାର ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁଁ ବଡ ଧରଣର ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଏବଂ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦି ଆଯାଇଛି ।
ଶୁକ୍ରବାର ଓଡ଼ିଶା!-->!-->!-->…
