Odia News Portal

ଭାରତ ଆସୁଥିବା ବିମାନ ଉପରେ ପ୍ରତିବନ୍ଧକ ଲଗାଇଲା କାନାଡା

କରୋନା ମହାମାରୀର ଦ୍ବିତୀୟ ଲହର ଏବଂ ଭାଇରସର ଡେଲଟା ଭାରିଅଣ୍ଟର ବଢୁଥିବା ମାମଲା ଦେଖି କାନାଡା ସରକାର ଭାରତକୁ ଆସୁଥିବା ଫ୍ଲାଇଟ ଉପରେ ୩୦ ଦିନ ଯାଏଁ ରୋକ୍ ଲଗାଇଛନ୍ତି। ଏହି ପ୍ରତିବନ୍ଧକ ୨୧ ଅଗଷ୍ଟ ପର୍ଯ୍ଯନ୍ତ ଲାଗୁ କରିଦିଆଯାଇଛି। ସୂଚନାଯୋଗ୍ଯ, ଗତକିଛି ଦିନ ତଳେ ହେଲଥ କାନାଡା

ରାଜ୍ୟରେ ଆସନ୍ତା ୪ଦିନ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୨୧ ତାରିଖ ଦିନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି । ଏହା ପ୍ରଭାବରେ ୨୨ ତାରିଖ ରାତି କିମ୍ବା ୨୩ ତାରିଖ ସକାଳ ଆଡ଼କୁ ଏକ ଲଘୁଚାପ କ୍ଷେତ୍ର ବଙ୍ଗୋପସାଗରରେ ସୃଷ୍ଟି ହେବ। ଫଳରେ ରାଜ୍ୟରେ ଆଜିଠାରୁ ୨୩ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ

ଦେଶରେ କମୁଛି କରୋନା ସଂକ୍ରମଣ

ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୭୪ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ

ଶିଳ୍ପାସେଠୀଙ୍କ ସ୍ୱାମୀ ରାଜ୍‌କୁନ୍ଦ୍ରା ଗିରଫ

ବଲିଉଡ ଅଭିନେତ୍ରୀ ଶିଳ୍ପ ସେଟ୍ଟୀଙ୍କ ସ୍ଵାମୀ ତଥା ଜଣାଶୁଣା ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କୁ କ୍ରାଇମବ୍ରାଞ୍ଚ ସୋମବାର ଗିରଫ କରିଛି। ରାଜ କୁନ୍ଦ୍ରାଙ୍କ ବିରୋଧରେ ଅଶ୍ଳୀଳ ଫିଲ୍ମ ପ୍ରସ୍ତୁତ କରିବା ଏବଂ କିଛି ଆପ୍ସରେ ଏହାର ପ୍ରସାରଣ କରିଥିବାର ଅଭିଯୋଗ ହୋଇଛି। କ୍ରାଇମବ୍ରାଞ୍ଚ

ଜନ୍ମବେଦୀରୁ ବାହୁଡୁଛନ୍ତି ମହାବାହୁ

ମଙ୍ଗଳବାର ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ା ଯାତ୍ରା। ନବଦିନାତ୍ମକ ଯାତ୍ରା ସାରି ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିବେ ମହାବାହୁ। ଗୋଟି ପହଣ୍ଡିରେ ନାକଚଣା ଦ୍ଵାର ଦେଇ ଚକ୍ରରାଜ ଶ୍ରୀସୁଦର୍ଶନ, ପ୍ରଭୁ ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା, ଓ ମହାପ୍ରଭୁ

ସୌମ୍ୟଙ୍କ ବିରୁଦ୍ଧରେ ସାଘାଂତିକ ଅଭିଯୋଗ ଆଣିଲେ ବିଦ୍ୟାଭାରତୀ

ଏସିଏଫଓ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ଘଟଣାରେ ଗୋଟିଏ ପରେ ଗୋଟିଏ ଗୁମର ଫିଟିବାରେ ଲାଗିଛି । ଦିନକୁ ଦିନ ଘଟଣାରେ ନୂଆ ଟ୍ଵିଷ୍ଟ ସାମ୍ନାକୁ ଆସୁଛି । ଏସିଏଫଓ ସୌମ୍ୟଙ୍କ ବିରୋଧରେ ମୁହଁ ଖୋଲିଛନ୍ତି ତାଙ୍କ ପତ୍ନୀ ବିଦ୍ୟାଭାରତୀ । ବୈବାହିକ ଜୀବନଠାରୁ ଆରମ୍ଭ କରି ବ୍ୟାଚଲର ପାର୍ଟି ପର୍ଯ୍ୟନ୍ତ

ଚାଷୀଙ୍କ ଲାଗି ମୁଖ୍ୟମନ୍ତ୍ରୀଙ୍କ ସହାୟତା, ମୟୂରଭଞ୍ଜ ଚାଷୀଙ୍କୁ ମିଳିଲା ସୁବର୍ଣ୍ଣରେଖା ପାଣି

ଭୁବନେଶ୍ୱର: ମୟୂରଭଞ୍ଜ ଜିଲ୍ଲାର ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର କେନାଲ ସିଷ୍ଟମରୁ ୧୫,୩୫୯ ହେକ୍ଟର ଚାଷ ଜମିକୁ ପାଣି ଛଡା ଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି । ଏହାଦ୍ଵାରା ମୟୂରଭଞ୍ଜ ଜିଲ୍ଲାର ବାରିପଦା, ବେତନଟୀ, ମୋରଡା, ଶୂଳିଆପଦା ଓ

ଘର ଭିତରୁ ଉଦ୍ଧାର ହେଲା ମା’ ପୁଅଙ୍କ ମୃତଦେହ

ନୟାଗଡ଼: ସନ୍ଦେହ ଘେରରେ ମହିଳା ଏବଂ ତାଙ୍କ ପୁଅଙ୍କ ମୃତ୍ୟୁ । ଘର ଭିତରୁ ମା’ ପୁଅଙ୍କ ମୃତଦେହ ଉଦ୍ଧାର। ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ସଙ୍ଖେଇ ଗାଁରେ ଘଟିଛି ଅଭାବନୀୟ ଘଟଣା। ପୁଅକୁ ମାରିବା ପରେ ମାଆ ମିଲିରାଣୀ ସାହୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ସେପଟେ ଘରେ କେହି ସଦସ୍ୟ

ରକ୍ତଦାନ କଲେ ବିଜୁ ମହିଳା ଜନତା ଦଳର କର୍ମୀ

ଭୁବନେଶ୍ୱର : କରୋନା ମହାମାରୀ ସମୟରେ ରକ୍ତ ସଙ୍କଟ ଦୂର କରିବାକୁ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ଆହ୍ୱାନରେ ଆଜି ବିଜେଡି ରାଜ୍ୟ କାର‌୍ୟ୍ୟାଳୟରେ ଆୟୋଜିତ ରକ୍ତଦାନ ଶିବିରରେ ମହିଳା ସ୍ୱେଚ୍ଛାକୃତ ରକ୍ତଦାନ କରିଛନ୍ତି । କୋଭିଡ୍-୧୯ ଗାଇଡଲାଇନ୍କୁ ପାଳନ

ସନ୍ଦେହ ଘେରରେ ମହିଳାଙ୍କ ମୃତ୍ୟୁ

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅନ୍ତର୍ଗତ ହାତୀବାରୀ ଗ୍ରାମ ଜଙ୍ଗଲ ନିକଟରୁ ଜଣେ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମହିଳାଜଣକ ନିକଟ ହାତୀବାରି ଗ୍ରାମର ବାଦଲ ନାଏକଙ୍କ ସ୍ତ୍ରୀ ମାନିନୀ ନାଏକ (୩୪) ବୋଲି ଜଣାପଡିଛି । ତେବେ ମୃତ୍ୟୁର କାରଣ ବର୍ତ୍ତମାନ ସୁଦ୍ଧା ଜଣା