ହିଞ୍ଜିଳି ଗସ୍ତରେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ
ଗଞ୍ଜାମ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ବିଧିବଦ୍ଧ ପ୍ରଚେଷ୍ଟା ଜାରୀ ରହିଛି । ଓଡ଼ିଶାକୁ ବିକାଶ କ୍ଷେତ୍ରରେ ଅଗ୍ରଣୀ ରାଜ୍ୟ ରୂପେ ପରିଣତ କରିବା ପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରରେ ବହୁକୋଟି ମୂଲ୍ୟର ପ୍ରକଳ୍ପ ଲୋକାର୍ପିତ କରିଛନ୍ତି । ନିଜ ନିର୍ବାଚନ ମଣ୍ଡଳୀ!-->…
