ଆତଙ୍କବାଦୀ ହାଫିଜ୍ ସଇଦ ଘର ସମ୍ମୁଖରେ ବଡ଼ ଧରଣର ବିସ୍ଫୋରଣ
ଲାହୋର: କୁଖ୍ୟାତ ଆତଙ୍କବାଦୀ ହାଫିଜ ସୟିଦର ଲାହୋରରେ ଥିବା ବାସଭବନ ନିକଟରେ ବୁଧବାର ବଡଧରଣର ବିସ୍ଫୋରଣ ଘଟିଛି । ଏଥିରେ ୨ ଜଣ ପ୍ରାଣ ହରାଇଛନ୍ତି ଏବଂ ୧୬ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ବିସ୍ଫୋରଣ ପରେ ଉଦ୍ଧାରକାରୀ ଦଳ ତୁରନ୍ତ ସେଠାରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରିଥିଲେ ।!-->…
