ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ
ଶ୍ରୀନଗର: ଦକ୍ଷିଣ କଶ୍ମୀରରେ ଆତଙ୍କବାଦ ବିରୋଧରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା। ଦକ୍ଷିଣ କଶ୍ମୀରର ସୋପିଆନରେ ସୁରକ୍ଷା ବାହିନୀ ସହ ଏନକାଉଣ୍ଟରରେ ୨ ଆତଙ୍କବାଦୀ ସଫା ହୋଇଛନ୍ତି। ବର୍ତ୍ତମାନ ଏହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଚାଲିଛି। ଜମ୍ମୁ କଶ୍ମୀର ପୁଲିସ କହିଛନ୍ତି ଯେ ନିହତ!-->…
