Odia News Portal

ଡକ୍ଟର ଦେବ୍ ମହାନ୍ତି ପବ୍ଲିକ ସ୍କୁଲରେ ଶତ ପ୍ରତିଶତ ରେଜଲ୍ଟ

ଭୁବନେଶ୍ୱର : କୋଭିଡ କଟକଣା । ଜୀବନ ଓ ଜୀବିକା ବଞ୍ଚାଇବା ଚିନ୍ତାରେ ଥିଲେ ଅବିଭାବକ । ଏସବୁ ଭିତରେ କିନ୍ତୁ ଗ୍ରାମାଞ୍ଚଳର ଛାତ୍ର ଛାତ୍ରୀ ମାନେ ସିବିଏସଇ ଦଶମ ଶ୍ରେଣୀ ରେଜଲ୍ଟ ବେଶ ଭଲ କରିଛନ୍ତି । କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକର ଖଣ୍ଡସାହି ଭଳି ଗାଁରେ ଥିବା ଡକ୍ଟର ଦେବ୍ ମହାନ୍ତି

ଆଜି ବ୍ରୋଞ୍ଚ ପଦକ ଲାଗି ଲଢ଼ିବେ ବଜରଙ୍ଗ ପୁନିଆ

ଟୋକିଓ: ଆଜି ବ୍ରୋଞ୍ଜ ପାଇଁ ଲଢିବେ ବଜରଙ୍ଗ ପୁନିଆ । ୬୫ କେଜି ଫ୍ରିଷ୍ଟାଇଲ ବର୍ଗରେ ବ୍ରୋଞ୍ଜ ପଦକ ପାଇଁ ରେସଲିଂ ରିଙ୍ଗକୁ ଓହ୍ଲାଇବେ । ରୁଷିଆନ୍ ଅଲିମ୍ପିକ୍ କମିଟି (ଆରଓସି)ର ଗାଦଜିମୁରାଦ ରଶିଦୋଭଙ୍କ ସହ ଲଢିବେ ବଜରଙ୍ଗ ପୁନିଆ । ସେମିଫାଇନାଲରେ ବିଶ୍ୱର ଦୁଇ ନମ୍ବର ରେସଲର୍ ନିରାଶ

ଆଜି ଦେଶରେ ୬୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଗତ ୨୪ ଘଣ୍ଟାରେ ଦେଶରେ ୩୮ ହଜାରରୁ ଅଧିକ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ଦେଶରେ ୬୧୭ ଜଣ ମୃତ୍ୟୁବରଣ କରିଛନ୍ତି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟା ( ଶନିବାର ଦିନ ୮ଟା ସୁଦ୍ଧା) ଦେଶରେ ୩୮,୬୨୮ ନୂଆ କରୋନା ଆକ୍ରାନ୍ତ

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୬୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୨୭ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହିତ କଟକରୁ ୧୭, ବାଲେଶ୍ୱର ଓ କେନ୍ଦୁଝରରୁ ୪ ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୯୬ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୬୩୭ ଓ ସ୍ଥାନୀୟ ସଂକ୍ରମିତ ୪୫୯ ରହିଛନ୍ତି। ଅନୁଗୁଳ ଜିଲାରୁ ୪୦, ବାଲେଶ୍ୱର ୭୭, ବରଗଡ ୧୧, ଭଦ୍ରକ ୨୧, ବଲାଙ୍ଗୀର ୭, କଟକରୁ ୯୨ ଜଣ ଚିହ୍ନଟ ହୋଇଛନ୍ତି।

ବିଶିଷ୍ଟ ସାହିତ୍ୟିକ ଇନ୍ଦୁଭୂଷଣ କରଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ବିଶିଷ୍ଟ ସାହିତ୍ୟିକ ଇନ୍ଦୁଭୂଷଣ କରଙ୍କ ପରଲୋକ ହୋଇଛି । ମୁଖ୍ୟମନ୍ତ୍ରୀ ଏହି ଖବର ପାଇବା ପରେ ଶୋକ ପ୍ରକାଶ କରିଛନ୍ତି । ନିଜ ଟ୍ୱିଟର ଆକାଉଣ୍ଟରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରି ଲେଖିଛନ୍ତି କି, ବିଶିଷ୍ଟ ସାହିତ୍ୟିକ ଇନ୍ଦୁଭୂଷଣ କରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ

ଆଜି ବର୍ଷାଙ୍କ ଜନ୍ମଦିନ

ଭୁବନେଶ୍ୱର: ଓଲିଉଡ଼ କୁଇନ ବର୍ଷା ପ୍ରିୟଦର୍ଶିନୀଙ୍କ ଆଜି ହେଉଛି ଜନ୍ମଦିନ । ୩୭ ବର୍ଷରେ ପାଦ ଥାପିଛନ୍ତି ସେ । ତାଙ୍କର ନିଖୁଣ ଅଭିନୟ ସମସ୍ତ ଦର୍ଶକଙ୍କ ହୃଦୟରେ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛି । ବର୍ଷା ୧୯୮୪ ମସିହାରେ କଟକରେ ଆଜିର ଦିନରେ ଜନ୍ମ ଗ୍ରହଣ କରିଥିଲେ । ପିଲାଟି ଦିନରୁ

ଭକ୍ତମାନେ ବାବାଙ୍କୁ କାହିଁକି ଭଲ ପାଆନ୍ତି

ଭୁବନେଶ୍ୱର: ବାବାଙ୍କୁ ନିଜ ହୃଦୟରେ ଧାରଣ କରିଛି ସେ କଦାପି ନିଜକୁ ବଞ୍ଚିତ ମନେ କରେ ନାହିଁ । ଭକ୍ତ ପ୍ରତି ମୁହୂର୍ତ୍ତରେ ଗୁରୁଙ୍କ ନିକଟରେ ରହିବ ଏମିତି କରିବ ନାହିଁ । ଗୁରୁଙ୍କର ନିବିଡ଼ ଅନ୍ତରଙ୍ଗ ଭକ୍ତମାନେ ବେଳେ ବେଳେ ତାଙ୍କଠୁ ଦୂରରେ ଥାଆନ୍ତି । ଗୁରୁଙ୍କ ପ୍ରତି ଶିଷ୍ୟଙ୍କ ମନର

୧୯ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ଆସନ୍ତାକାଲି ସକାଳ ସୁଦ୍ଧା ୧୯ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା । ୪ ଜିଲ୍ଲାରେ ପ୍ରବଳ ବର୍ଷା ଓ ୧୫ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଅ।।ଶଙ୍କା । କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ । କେନ୍ଦୁଝର, ଅନୁଗୁଳ,

ରାଜଧାନୀରୁ ୩୩୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜଧାନୀରୁ ୩୩୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୩୦ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି। ଚିହ୍ନଟ ୩୩୫ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରୁ ୮୯ଜଣ ଥିବା ବେଳେ