୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ନୂଆପଡ଼ା, କଳାହାଣ୍ଡି, କେନ୍ଦୁଝର, କନ୍ଧମାଳ ଓ ଦେଓଗଡ଼ ରହିଛି। ଉକ୍ତ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା!-->…
