ଆଜି ସୁପ୍ରିମକୋର୍ଟରେ ପରୀ ମାମଲାର ଶୁଣାଣି
ଭୁବନେଶ୍ୱର: ନୟାଗଡ଼ ଜିଲ୍ଲା ଶିଶୁକନ୍ୟା ପରୀ ଦୁଷ୍କର୍ମ ଓ ହତ୍ୟା ମାମଲାର ଶୁଣାଣି ଗୁରୁବାର ସୁପ୍ରିମକୋର୍ଟରେ ହୋଇଛି । ଏହି ମାମଲାରେ ଓଡ଼ିଶା ହାଇକୋର୍ଟ ଦେଇଥିବା ଦୁଇଟି ନିର୍ଦ୍ଦେଶନାମାକୁ ଶୁକ୍ରବାର ଦାଖଲ କରିବା ପାଇଁ ଏକ ଦୁଇଜଣିଆ ଖଣ୍ଡପୀଠ ଆବେଦନକାରୀ ତଥା ପରୀର ମା’ ସୌଦାମିନୀ!-->…
