ରଥଯାତ୍ରାକୁ ନେଇ ରାଜନୀତି
ଭୁବନେଶ୍ୱର: ଆସନ୍ତା ମାସ ୧୪ ତାରିଖରେ ହେବ ରଥଯାତ୍ରା । ତେବେ ଚଳିତ ବର୍ଷ କେବଳ ପୁରୀରେ ହେବ ରଥଯାତ୍ରା । ବିନା ଭକ୍ତରେ ପୂର୍ବ ବର୍ଷ ଚଳିତ ବର୍ଷ ମଧ୍ୟ ରଥଟଣା ହେବ । ତେବେ ରାଜ୍ୟର ଅନ୍ୟ ମନ୍ଦିର ଗୁଡ଼ିକରେ ରଥଯାତ୍ରା କରାଯିବା ନେଇ ବିଭିନ୍ନ ମହଲରୁ ପ୍ରତିକ୍ରିୟା ଆସୁଛି । ଏହାରି ଭିତରେ!-->…
