ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ
ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୭୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧୧୯୨ ଓ ସ୍ଥାନୀୟ ସଂକ୍ରମିତ ୮୮୨ ଜଣ ରହିଛନ୍ତି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୫୯, ବାଲେଶ୍ୱର ୧୧୫, ବରଗଡ ୩୮, ଭଦ୍ରକରୁ ୧୧୦ ଜଣ ଚିହ୍ନଟ!-->…
