ସକାଳୁ ସକାଳୁ ନଜର ପକାନ୍ତୁ ଆଜିର ମୁଖ୍ଯ ଖବର ଉପରେ
୧-ଭାରତ ପାଇଁ ଅଲିମ୍ପିକ୍ସରେ ଆହୁରି ମଜବୁତ ହେଲା ପଦକ ଆଶା । ବକ୍ସିଂ ଓ ବ୍ୟାଡମିଣ୍ଟନରେ ସେମି-ଫାଇନାଲକୁ ଗଲେ ଲଭ୍ଲିନା ଓ ସିନ୍ଧୁ । ହକିରେ କ୍ୱାର୍ଟରରେ ଭାରତ ।
୨-ପୁରୁଷ ହକି ହକି କ୍ବାର୍ଟରଫାଇନାଲରେ ଗ୍ରେଟ୍ ବ୍ରିଟେନକୁ ଭେଟିବ ଭାରତ ।
୩-ରାଜେନ୍ଦ୍ର ବିଶ୍ବବିଦ୍ୟାଳୟକୁ UGC!-->!-->!-->!-->!-->…
