ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ
ନୂଆଦିଲ୍ଲୀ: ଦେଶରେ କୋଭିଡ୍ର ଦ୍ୱିତୀୟ ଲହର ଏବେ ମଧ୍ୟ ବଳବତ୍ତର ରହିଛି ଏବଂ ଏଥିପ୍ରତି ସତର୍କ ରହିବାକୁ ପଡିବ ବୋଲି ନିତି ଆୟୋଗ ସଦସ୍ୟ ତଥା କୋଭିଡ୍ ଟାସ୍କ୍ ଫୋର୍ସ ମୁଖ୍ୟ ଡ. ଭି.କେ.ପଲ୍ ଚେତାବନୀ ଦେଇଛନ୍ତି । ଶନିବାର କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ରିପୋର୍ଟ ଅନୁଯାୟୀ!-->…
