୧୪ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପରେ ସକ୍ରିୟ ରହିଛି । ଆଗାମୀ ୪୮ ଘଣ୍ଟାରେ ଏହା ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ,ଝାଡ଼ଖଣ୍ଡ ଓ ବିହାର ଅତିକ୍ରମ କରିବାର ସମ୍ଭାବନା ରହିଛି ।
ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୪୮ ଘଣ୍ଟାରେ!-->!-->!-->…
