ରେଲୱେ କର୍ମଚାରୀଙ୍କୁ କୁଣ୍ଢାଇ ପକାଇଲେ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଭାଇରାଲ ହେଉଛି ଭିଡିଓ
ନୂଆଦିଲ୍ଲୀ: ଓଡ଼ିଶାରୁ ରାଜ୍ୟସଭା ଯାଇ କେନ୍ଦ୍ର ମନ୍ତ୍ରୀ ମଣ୍ଡଳରେ ସ୍ଥାନ ପାକିଛନ୍ତି ଅଶ୍ୱିନୀ ବୈଷ୍ଣବ । ମୋଦିଙ୍କ ମନ୍ତ୍ରୀ ମଣ୍ଡଳରେ ତାଙ୍କ ରେଳମନ୍ତ୍ରୀ ଭାବେ ନିଯୁକ୍ତ କରାଯାଇଛି । ତେବେ ନିଜ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚାରେ ରହିଛନ୍ତି ଅଶ୍ୱିନୀ ।!-->…
