ନଜର ପକାନ୍ତୁ ଦେଶରେ ଆଜି କଣ ରହିଛି କରୋନାର ସ୍ଥିତି
ନୂଆଦିଲ୍ଲୀ: ଲକଡାଉନ ଓ ସଟଡାଉନ ମାଧ୍ୟମରେ ଭାଙ୍ଗୁଛି କରୋନା ଚେନ୍ । କମୁଛି ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା । ୨୪ ଘଣ୍ଟାରେ ୧,୨୦,୫୨୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩,୩୮୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୮୬,୯୪,୮୭୯ ଓ!-->…
