Odia News Portal

ଆକ୍ସନ ମୁଡ଼ରେ ଗଞ୍ଜାମ ଜିଲ୍ଲାପାଳ, ଟିକା ନ ନେଲେ ଦୋକାନ ବନ୍ଦ

ଗଞ୍ଜାମ: ପୁଣି ଚର୍ଚ୍ଚାରେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ । ସବୁବେଳେ ନିଆରା ନିଷ୍ପତି ଲାଗି ସେ ଚର୍ଚ୍ଚାରେ ରହିଥାନ୍ତି । ତେବେ ଆଜି ପୁଣି ଏକ ନୂଆ ନିର୍ଦ୍ଦେଶ ଜାରି କରିଛନ୍ତି ଜିଲ୍ଲାପାଳ । ଏଣିକି ସମସ୍ତ ଦୋକାନୀ ଟିକା ନେବା ବାଧ୍ୟତା ମୂଳକ କରିଛନ୍ତି । ଟିକା ନଦେଲେ ଦୋକାନ

ଜେଲରେ କଏଦୀର ଆତ୍ମହତ୍ୟା

ଯାଜପୁର: ଜେଲରେ ବିଚାରାଧିନ କଏଦୀର ଆତ୍ମହତ୍ୟା । ଯାଜପୁର ରୋଡ ଉପ କାରାଗାର ପରିସରରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କଲେ ବିଚାରାଧୀନ କଏଦୀ । ଏକ ଚୋରି ଘଟଣାରେ ଚଳିତ ମାସ ୧୩ ତାରିଖରେ ଗିରଫ ହୋଇ ବିଚାରାଧିନ କଏଦୀ ଭାବେ ରଗଡି ଉପ କାରାଗାରର କ୍ୱାରେଣ୍ଟାଇନ ହଲ୍ ରେ ଥିଲେ ଏସକେ ହନିଫ

ଦେବସ୍ନାନ ପୂର୍ଣ୍ଣିମା ଲାଗି ଶ୍ରୀକ୍ଷେତ୍ରରେ ଲାଗୁ ହେବ ୧୪୪ ଧାରା

ପୁରୀ: ସ୍ନାନ ପୂର୍ଣ୍ଣିମା ଅବସରରେ ପୁରୀର ବିଭିନ୍ନ ସ୍ଥାନରେ ଜାରି ହୋଇଛି ୧୪୪ ଧାରା । ଜନସମାଗମକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନେଇଛି ଜିଲ୍ଲା ପ୍ରଶାସନ । ଆସନ୍ତା ୨୩ ତାରିଖ ରାତି ୧୦ଟାରୁ ୨୫ ତାରିଖ ଭୋର ୨ଟା ଯାଏ ବଳବତ୍ତର ରହିବ । କେବଳ ଅନୁମତିପ୍ରାପ୍ତ ବ୍ୟକ୍ତିବିଶେଷଙ୍କ ବ୍ୟତୀତ

ହଳଦିଆ କଇଁଛ ଉଦ୍ଧାର

ଭଦ୍ରକ: ଉଦ୍ଧାର ହୋଇଛି ହଳଦୀଆ କଇଁଛ । ଭଦ୍ରକ ଜିଲ୍ଲା କସ୍ତୁରିକଣ ଗାଁର ବୈତରଣୀ ନଦୀରେ ବୋହି ଯାଉଥିବାବେଳେ ଏକ ଯୁବକ ଜଣକ କଇଁଛଟିକୁ ଧରିଥିଲେ । କଇଁଛଟିର ଓଜନ ପ୍ରାୟ ୨କିଲୋରୁ ଅଧିକ ହୋଇଥିବା ଜଣାପଡିଛି । ବାତ୍ୟା ୟସ୍‌ ସମୟରେ ସମୁଦ୍ରରୁ ବିଭିନ୍ନ ନଦୀକୁ ପାଣି ପ୍ରବେଶ କରିଥିଲା, ସେହି

ଓଡ଼ିଶାର ବୋହୂହେଲେ ଉତ୍ତରପ୍ରଦେଶ ଝିଅ

ଭୁବନେଶ୍ୱର: ଉତ୍ତରପ୍ରଦେଶ କନିଆଁକୁ ଓଡ଼ିଶା ବର । ପ୍ରାପ୍ତ ବୟସ୍ଖ ପ୍ରେମୀ ଯୁଗଳଙ୍କ ହୋଇଛି ବିବାହ । ଝିଅକୁ ଫେରାଇ ନେବାକୁ ଆସିଥିବା ଉତରପ୍ରଦେଶ ପୋଲିସ ଖାଲି ହାତରେ ଫେରିଛି । ଉତ୍ତରପ୍ରଦେଶ ଗୋରଖପୁର ଅଞ୍ଚଳର ଯୁବତୀ ଆକାକ୍ଷା ଓ ଭୁବନେଶ୍ୱରର ପୁଅ ପୃଥୀରାଜ ପଣ୍ଡାଙ୍କ ବିବାହ ହୋଇଛି ।

ଆଜି ଦେଶରେ ୧୧୬୭ ମୁଣ୍ଡନେଲା ମହାମାରୀ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୧ ଦିନ ମଧ୍ୟରେ ସବୁଠାରୁ କମ ରେକର୍ଡ ହୋଇଛି। ୨୪ ଘଣ୍ଟାରେ ଆଉ ୪୨,୬୪୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୯୯,୭୭,୮୬୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧,୧୬୭ ଆକ୍ରାନ୍ତଙ୍କ

ନଜର ପକାନ୍ତୁ ଆଜି ରାଜ୍ୟରେ କଣ ରହିଛି କରୋନା ଅପଡେଟ୍‌

ଭୁବନେଶ୍ୱର: କରୋନାର କାୟା ଧିରେ ଧିରେ କମିବାରେ ଲାଗିଛି । ଦୈନିକ ସଂକ୍ରମଣ ହାର ମଧ୍ୟ ତଳମୁହାଁ ହେବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୨୯୫୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୬୯୮ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୨୫୯

ଓଡ଼ିଶାରେ ଏକକୋଟି ପାର କଲା ଟିକାଦାନ

ଭୁବନେଶ୍ୱର:ଟିକାକରଣ କ୍ଷେତ୍ରରେ ଓଡ଼ିଶାର ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ଜାନୁଆରୀ ୧୬ ତାରିଖରୁ ଆରମ୍ଭ ହୋଇଥିବା ଟିକାଦାନ ଅଭିଯାନରେ ଏ ପର୍ଯ୍ୟନ୍ତ ଏକ କୋଟି ପାନରୁ ଅଧିକ ଟିକା ଦେବାରେ ରାଜ୍ୟ ସଫଳତା ହାସଲ କରିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ

ଆସନ୍ତା ୨୪ଘଣ୍ଟାରେ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ଆଶଙ୍କା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଗଜପତି, ଗଞ୍ଜାମ, କନ୍ଧମାଳ ଆଦି

ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଢ଼ଙ୍ଗୀ । କୋଭିଡ ଟିକାକେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟର ବିବାଦକୁ ନେଇ ମୁହଁ ଖୋଲିଛନ୍ତି ପ୍ରତାପ । ସେ କହିଛନ୍ତି ଏଭଳି କାର୍ଯ୍ୟ ଅତ୍ୟନ୍ତ ଗୃଣ୍ୟମାନର । ଟିକାକେନ୍ଦ୍ରରେ ନବୀନଙ୍କ