ଟିକାକେନ୍ଦ୍ରରେ ଫଟୋ ପଲିଟିକ୍ସ, ଉଦଘାଟନ ପୂର୍ବରୁ ରିବନ ଛିଣ୍ଡାଇଲେ ବିଜେପି କର୍ମୀ
ବାଲେଶ୍ୱର: ଟିକାକେନ୍ଦ୍ରରେ ହୋହାଲ୍ଲା । ଫଟୋକୁ ନେଇ ରାଜନୀତି । ବାଲେଶ୍ୱର ଜିଲ୍ଲା ଗାନ୍ଧୀ ସ୍ମୃତିଭବନ ଟିକାକେନ୍ଦ୍ରରେ ଦେଖିବାକୁ ମିଳିଛି ଅଶୋଭନୀୟ ଦୃଶ୍ୟ । ଟିକାକେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ଫଟୋ ଲଗାଯାଇଥିଲା । ତେବେ ଏଠାରେ କାହିଁକି ପ୍ରଧାନମନ୍ତ୍ରୀଙ୍କ ଫଟୋ ଲଗାଯାଇନାହିଁ ଏହାକୁ!-->…
