Odia News Portal

ବ୍ରାହ୍ମଣୀ ନଦୀରେ ଭାସିଗଲେ ଦୁଇ ଯୁବକ, ମୃତଦେହ ଉଦ୍ଧାର

ଯାଜପୁର: ବ୍ରାହ୍ମଣୀ ନଦୀରେ ଭାସିଗଲେ ଦୁଇ ଯୁବକ । ଗାଧୋଉଥିବା ବେଳେ ଗୋଡ଼ ଖସିଯିବାରୁ ଭାସି ଯାଇଥିଲେ । ଅଗ୍ନିଶମ କର୍ମଚାରୀ ସେମାନଙ୍କୁ ଉଦ୍ଧାର କରିଛନ୍ତି । ତେବେ ଉଭୟଙ୍କ ମୃତ୍ୟୁ ହୋଇଥିବା ସଦ୍ୟ ସୂଚନାରୁ ପ୍ରକାଶ । ଆଜି ସକାଳେ ଶଙ୍କରାଘାଟରେ ଗାଧୋଉଥିବା ବେଳେ ଭାସିଯାଇଥିଲେ ।

ସୁସ୍ଥ ହେଲେଣି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ

ଭୁବନେଶ୍ୱର: ସୁସ୍ଥ ହେଉଛନ୍ତି ବିରୋଧୀ ଦଳ ନେତା ତଥା ବିଜେପିର ବରିଷ୍ଠ ନେତା ପ୍ରଦୀପ୍ତ ନାଏକ । ୩ରୁ ୪ଦିନ ମଧ୍ୟରେ ଡିସଚାର୍ଜ ହେବେ ବୋଲି ଏମ୍ସ ମେଡିକାଲ ପକ୍ଷରୁ ସୂଚନା ମିଳିଛି । ପ୍ରଦୀପ୍ତ ଏବେ ଚଲାବୁଲା କରୁଛନ୍ତି । ଏପରିକି ପରିବାର ଲୋକଙ୍କ ସହ ମଧ୍ୟ କଥା ହେଉଛନ୍ତି । ଦ୍ରୃତଗତିରେ

ଆସନ୍ତାକାଲିଠୁ କ୍ୟାମ୍ପେନ ମୋଡରେ ଟିକାକରଣ

ଭୁବନେଶ୍ୱର: ଆସନ୍ତାକାଲିଠାରୁ କ୍ୟାମ୍ପେନ ମୋଡରେ ଦିଆଯିବ ଟିକା । କେନ୍ଦ୍ର ସରକାରଙ୍କ ଟିକା ନୀତି ଅନୁଯାୟୀ ଆସନ୍ତାକାଲିଠାରୁ ଟିକାକରଣ କରାଯିବ । କେନ୍ଦ୍ର ସରକାର ଦେଇଥିବା ଟିକା ରାଜ୍ୟ ଆଣିଥିବା ଟିକା ଦିଆଯିବ । ସମସ୍ତ ବ୍ଲକ ଓ ମୁନୁିସପାଲଟି ଅଞ୍ଚଳରେ ଟିକାକରଣ କରାଯିବ । ଜିଲ୍ଲାପାଳ

ସରିଲା ତପୁ ମିଶ୍ରଙ୍କ ଶେଷକୃତ୍ୟ

ଭୁବନେଶ୍ୱର: ଆଉ ନାହାଁନ୍ତି ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ର। ପଞ୍ଚଭୂତରେ ବିଲୀନ ହେଲେ ତପୁ ମିଶ୍ର। ଆଜି ଭୁବନେଶ୍ୱର ସ୍ଥିତ ସତ୍ୟନଗର ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତାଙ୍କ ସ୍ୱାମୀ ମୁଖ୍ୟଗ୍ନି ଦେଇଛନ୍ତି। ଅଭିନେତ୍ରୀ ଏଲିନା ଦାସ, ଉଷାସୀ ମିଶ୍ର,ରାଖି,ସୋଫିଆ ଆଲାମ,

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ…

ନୂଆଦିଲ୍ଲୀ: ଦେଶରେ ତଳମୁହାଁ କରୋନା ମିଟର । ଦୈନିକ ସଂକ୍ରମଣ ହାର କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୫୮ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୧.୫ ହଜାରରୁ ସାମାନ୍ୟ ଅଧିକ ଥିବା ରେକର୍ଡ କରାଯାଇଛି। ଦୀର୍ଘ ୮୧ ଦିନ

ଆଜି ରାଜ୍ୟରେ ୪୦ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ହାର କମିଥିଲେ ସୁଦ୍ଧା ମୃତ୍ୟୁହାର କମିବାର ନାଁ ଧରୁନି । ଆଜି ରାଜ୍ୟରେ ୪୦ଜଣଙ୍କ ମୃତ୍ୟୁ ହୋଇଛି । କଟକ ଓ ବରଗଡ଼ ଜିଲ୍ଲାରୁ ସର୍ବାଧିକ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ମୃତ୍ୟୁବରଣ

ତପୁ ମିଶ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ତଥା ଘରେ ଘରେ ପରିଚିତ କୋକିଳକଣ୍ଠି ତପୁମିଶ୍ରଙ୍କ ଶନିବାର ରାତିରେ ବିୟୋଗ ହୋଇଛି । ତାଙ୍କ ମୃତ୍ୟୁ ଖବର ବିଜୁଳି ମାର୍ଗରେ ପ୍ରଚାର ହୋଇଥିଲା । ତେବେ ତପୁଙ୍କ ଦେହାନ୍ତ ଖବର ପାଇବା ପରେ ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ମୁଖ୍ୟମନ୍ତ୍ରୀଙ୍କ ନୂଆ ଯୋଜନା ଘୋଷଣା

ଭୁବନେଶ୍ୱର: ନୂଆ ଯୋଜନା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ଆରମ୍ଭ ହେଲା ଆଶିର୍ବାଦ ଯୋଜନା । ବାପା ମାଙ୍କୁ ହରାଇଥିବା ପିଲାଙ୍କ ଲାଗି ମୁଖ୍ୟମନ୍ତ୍ରୀ ଏହି ଯୋଜନା ଘୋଷଣା କରିଛନ୍ତି । ପରିବାରର ମୁଖ୍ୟ ଉପାର୍ଜନକାରୀଙ୍କୁ ହରାଇଥିବା ଶିଶୁ ମଧ୍ୟ ଏହି ଯୋଜନାରେ

ଚର୍ଚ୍ଚିତ ଓଡ଼ିଆ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ପରଲୋକ

ଭୁବନେଶ୍ବର : ଲୋକପ୍ରିୟ ଓଲିଉଡ୍‌ ସିଙ୍ଗର ତପୁ ମିଶ୍ରଙ୍କ ପରଲୋକ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ତପୁ ମିଶ୍ରଙ୍କ ଦେହାନ୍ତ ଘଟିଛି। କରୋନାରେ ସୁସ୍ଥ ହେବା ପରେ ତାଙ୍କ ଶରୀରରେ ଲଗାତାର ଅକ୍ସିଜେନ୍‌ ଲେବଲ୍‌ କମି ଥିଲା। ପରେ ତାଙ୍କର ଆଇସିୟୁରେ

ଧୋନୀଙ୍କ ରେକର୍ଡ ଭାଙ୍ଗିଲେ କୋହଲି

ସାଉଥମ୍ପଟନ୍‌: ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ରେକର୍ଡ ଭାଙ୍ଗିଛନ୍ତି ବିରାଟ କୋହଲି । ଟେଷ୍ଟ କ୍ରିକେଟରେ ଅଧିକ ମ୍ୟାଚରେ ଅଧିନାୟକତ୍ୱ କରିବାର ରେକର୍ଡ କରାଯାଇଛି । ଧୋନୀ ୬୦ଟି ଟେଷ୍ଟ ମ୍ୟାଚରେ ଅଧିନାୟକତ୍ୱ କରିଥିବା ବେଳେ ଏହି ରେକର୍ଡକୁ ଭାଙ୍ଗିଛନ୍ତି ବିରାଟ ।