Odia News Portal

ରାଜ୍ୟରେ ନୂଆ ଯାନବାହାନ ପଞ୍ଜିକରଣକୁ ମଞ୍ଜୁରୀ

ଭୁବନେଶ୍ୱର: ଓଡ଼ିଶାରେ ନୂଆ ଯାନବାହନ ପଞ୍ଜିକରଣ ପାଇଁ ଅନୁମତି ମିଳିଛି। ରାଜ୍ୟ ପରିବହନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏ ସଂକ୍ରାନ୍ତରେ ବିଜ୍ଞପ୍ତି ପ୍ରକାଶ କରାଯାଇଛି। କୋଭିଡ-୧୯ର ଦ୍ୱିତୀୟ ଲହର ଜନିତ ତାଲାବନ୍ଦ ଘୋଷଣା ହେବାପରେ ସରକାରଙ୍କ ପକ୍ଷରୁ ରାଜ୍ୟରେ ନୂଆ ଯାନବାହନ ପଞ୍ଜିକରଣକୁ ବନ୍ଦ

୫ ଦିନ ପରେ ମିଳିଲା ନୟାଗଡ଼ର ନିଖୋଜ ଝିଅର ମୃତଦେହ, ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ

ନୟାଗଡ଼: ନୟାଗଡ଼ର କୁନି ଝିଅ ପରୀ ମୃତ୍ୟୁ ଘଟଣାକୁ ନେଇ ସାରା ରାଜ୍ୟରେ ଆଲେଡନ ସୃଷ୍ଟି ହୋଇଥିଲା । ଏହି ଘଟଣାର ତାତି ଧିରେ ଧିରେ କମିଥିବା ବେଳେ ପୁଣିଥରେ ନୟାଗଡ଼ ଜିଲ୍ଲାରୁ ଆସିଛି ଆଉ ଏକ ଶିଶୁ ନିଖୋଜ ଘଟଣା । ତେବେ ନିଖୋଜ ହୋଇଥିବା ନାବାଳିକାର ଆଜି ମୃତଦେହ ଉଦ୍ଧାର ହୋଇଛି । ଏକ ପରିତ୍ୟକ୍ତ

ଦେଶରେ ଆଜି ୨୩୩୦ଜଣଙ୍କ ମୁଣ୍ଡ ନେଲା କରୋନା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୬୭ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୨.୩ ହଜାରରୁ ସାମାନ୍ୟ ଅଧିକ ଥିବା ରେକର୍ଡ କରାଯାଇଛି। ଗତକାଲି ଠାରୁ ଆଜିର ନୂତନ ସଂକ୍ରମଣସଂଖ୍ୟା ଅଧିକ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ…

ଭୁବନେଶ୍ୱର: ରାଜ୍ୟରେ ଧିରେ ଧିରେ କରୋନାର ପ୍ରକୋପ କମିବାରେ ଲାଗିଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୩୯ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା । ଏହା ଫଳରେ ରାଜ୍ୟର ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୪୭୧କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା

ଗାଁକୁ ନାହିଁ ପକ୍କା ରାସ୍ତା, ନେତା ମନ୍ତ୍ରୀ କେହି ଶୁଣୁନାହାଁନ୍ତି

ବାଲେଶ୍ୱର: ଆଜି ଯାଏ ଗାଁରେ ହୋଇପାରୁନାହିଁ ରାସ୍ତାକାମ । ବାଲେଶ୍ୱର ଜିଲ୍ଲା େଓøପଦାର ଏଭଳି ଦୃଶ୍ୟ । ଟିକେ ବର୍ଷା ହେଲେ ବି, ଏହି ଖାଲଖମା ରାସ୍ତା କାଦୁଅରେ ଭରିଯାଏ । । ଯାହା ଫଳରେ ଯିବା ଆସିବା ପାଇଁ ଅନେକ ଅସୁବିଧାର ସମ୍ମୁଖିନ ହେଉଛନ୍ତି ଗ୍ରାମବାସୀ । ଏଠାରେ ଗାଡି ତ ଦୂରର କଥା,

କରୋନାକୁ ହରାଇଲେ ୮୦ ବର୍ଷୀୟା ବୃଦ୍ଧା: କେନ୍ଦ୍ରାପଡ଼ା ସମ୍ କୋଭିଡ୍ ହସ୍ପିଟାଲରୁ ହେଲେ ସୁସ୍ଥ

ଭୁବନେଶ୍ୱର, ୧୬/୦୬: କରୋନାକୁ ପରାସ୍ତ କରିଛନ୍ତି ପୁଣି ଜଣେ ବୟୋଜ୍ୟେଷ୍ଠା | ଜଣେ ୮୦ ବର୍ଷୀୟା ବୃଦ୍ଧାଙ୍କ ଦୃଢ ଇଛାଶକ୍ତି ଆଗରେ ହାର ମାନିଛି କୋଭିଡ | ବୃଦ୍ଧାଙ୍କର ଦୃଢ଼ ମନୋବଳ, ଇଚ୍ଛାଶକ୍ତି ତଥା କେନ୍ଦ୍ରାପଡା ଛତାସ୍ଥିତ ସମ୍ କୋଭିଡ ହସ୍ପିଟାଲରେ କାର୍ଯ୍ୟରତ ଡାକ୍ତର, ନର୍ସ ଓ

ଆନ୍ଧ୍ରପ୍ରଦେଶ ସରକାରଙ୍କ ବଡ଼ ଘୋଷଣା

ହାଇଦ୍ରାବାଦ: ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ ଏସ ଜଗନ ମୋହନ ରେଡ୍ଡି। ରାଜ୍ୟର ସମସ୍ତ ଅନୁସ୍ନାତକ ମହାବିଦ୍ୟାଳୟଗୁଡିକରେ ଇଂରାଜୀ ମାଧ୍ୟମକୁ ବାଧ୍ୟତାମୂଳକ କରିବାକୁ ସେ ମଙ୍ଗଳବାର ଘୋଷଣା କରିଛନ୍ତି। ତାହାସହିତ

ଗିରଫ ହେଲା ମଦ ବେପାରୀ ଅଖାଡ଼ୁ

ଜଟଣୀ : ଖୋର୍ଦ୍ଧା ଜିଲ୍ଲା ଜଟଣୀ ବ୍ଲକ ଅଧିନସ୍ଥ ବିଭିନ୍ନ ଗ୍ରାମାଞ୍ଚଳରେ ଲକଡାଉନର ଫାଇଦା ଉଠାଇ ଚୋରା କାରବାର ବୃଦ୍ଧି ପାଇଚି । ମଦ ଚୋରା କାରବାର ଚଳାଇ ଆସୁଥିବା ବେପାରୀକୁ ସାବାଡ କରିବା ପାଇଁ ଏୟାରଫିଲଡ ପୋଲିସ ତନାଘନା ଆରମ୍ଭ କରିଛି। ମଙ୍ଗଳବାର ଅପରାହ୍ନରେ ଜଟଣୀ ବ୍ଲକ ଏୟାରଫିଲଡ ଥାନା

ରାଜ୍ୟରେ ଜାରି ହେଲା ନୂଆ ଗାଇଡ୍ ଲାଇନ୍‌

ଭୁବନେଶ୍ୱର: ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ୧୭ଟି ଜିଲ୍ଲାରେ କଟକଣା କୋହଳ । ସକାଳ ୭ଟାରୁ ୫ଟା ଯାଏଁ ଖୋଲିବ ଦୋକାନ । ଉପକୂଳ ଓଡ଼ିଶାର ୧୩ଟି ଜିଲ୍ଲାରେ ବଢ଼ିଲା କଟକଣା । ଉପକୂଳ ଜିଲ୍ଲା ଗୁଡ଼ିକରେ ସକାଳ ୬ଟାରୁ ଦିନ ଗୋଟାଏ ଯାଏଁ ଖୋଲା ରହିବ ଦୋକାନ ବଜାର । ସ୍କୁଲ,ସପିଙ୍ଗ ମଲ, ଜିମ ଓ ସପିଙ୍ଗ ମଲ

କଟକରେ ବନ୍ଧୁକ ରାକେଟ୍ ଠାବ

କଟକ: ଅପରାଧୀଙ୍କ ଆଡ୍ଡାସ୍ଥଳୀ ପାଲଟିଛି କଟକ । ବାରମ୍ବାର ଏଠାରୁ ଚୋରା ବନ୍ଧୁକ ଧରା ହେଉଥିବା ନଜରକୁ ଆସୁଛି । କମିଶନରେଟ ପୁଲିସ କଟକ ସହର ମଧ୍ୟରେ ପୁଣି ଏକ ବନ୍ଧୁକ ଚୋର କାରବାର ରାକେଟକୁ ଠାବ କରିଛି । ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରାଯିବା ସହିତ ସେମାନଙ୍କ ନିକଟରୁ ୧୧ଟି ବନ୍ଧୁକ, ୫୧