ଆସୁଛି ୮ ଲକ୍ଷ ଡୋଜରୁ ଅଧିକ କୋଭିସିଲ୍ଡ
ଭୁବନେଶ୍ୱର: ରାଜ୍ୟରେ ଦେଖା ଦେଇଛି ଟିକା ଅଭାବ । ଟିକା ନଥିବାରୁ କାଲିଠାରୁ ୧୭ ଜିଲ୍ଲାରେ ଟିକାକରଣ ବନ୍ଦ ରହିଛି । ତେବେ ଏହାରି ଭିତରେ ଆସିଛି ଏକ ଆଶ୍ୱସ୍ତିକର ଖବର । ରାଜ୍ୟକୁ ଆସିବ ୮ ଲକ୍ଷ କୋଭିସିଲ୍ଡ ଟିକାର ଡୋଜ । ଦୂର ହେବ ଭ୍ୟାକ୍ସିନ ଅଭାବ । କେନ୍ଦ୍ର ସରକାର ଏହି ୮ ଲକ୍ଷ ଟିକା!-->…
