ଆଜି ରାଜ୍ୟରେ ୬୯ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ୱର: ଗୋଟିଏ ଦିନରେ ରାଜ୍ୟରେ ୬୯ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୨ ଜଣ ମୃତକ ରହିଛନ୍ତି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୨୪୧କୁ ବୃଦ୍ଧିପାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ!-->!-->!-->…
