Odia News Portal

କମୁଛି କରୋନା କାୟା, ରାଜ୍ୟରେ ୩ହଜାର ୪୦୫ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ କରୋନା ମିଟର । କମୁଛି କରୋନାର କାୟା । ଦିନକରେ ଚିହ୍ନଟ ହେଲେ ୩ହଜାର ୪୦୫ ନୂଆ ସଂକ୍ରମିତ । ସେହିପରି ରାଜ୍ୟରେ ଆଉ ୪୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ୩୪୦୫ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୪୨ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୧୪୬୩ଟି ହେଉଛି

କରୋନା ଲାଗି ସ୍ଥଗିତ ରହିଲା ଓଜେଇଇ ପରୀକ୍ଷା

ଭୁବନେଶ୍ୱର: କୋଭିଡ-୧୯ ମହାମାରୀକୁ ଦୃଷ୍ଟିରେ ରଖି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ)କୁ ସ୍ଥଗିତ କରି ଦିଆଯାଇଛି । ଏହି ପରୀକ୍ଷା ଆସନ୍ତା ୧୭ ତାରିଖରେ ଆରମ୍ଭ ହୋଇ ୨୪ ତାରିଖରେ ଶେଷ ହେବାର ଥିଲା । ବର୍ତ୍ତମାନ ପରିପ୍ରେକ୍ଷୀରେ ସ୍ଥଗିତ ରଖାଯାଇଥିବା ପରୀକ୍ଷାକୁ ପରବର୍ତ୍ତୀ ସମୟରେ

ରଜ ପାଳିଲେ ସୁର

ଭୁବନେଶ୍ୱର: ଆଜି ହେଉଛି ଓଡ଼ିଶାର ଗଣପର୍ବ ରଜ । ଗାଁରୁ ସହର ସବୁଠି ହୋଇ ଉଠିଛି ଉତ୍ସବ ମୁଖର । କୋଭିଡ କଟକଣା ମଧ୍ୟରେ ସମସ୍ତେ ପାଳନ କରିଛନ୍ତି ଏହି ପର୍ବ । ପାଠ,ପିଠା ଖାଇ ଦୋଳି ଖେଳିଛନ୍ତି ଲୋକେ । ତେବେ ଏହାରି ଭିତରେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ସୋମବାର ଦିନ ନିରାଡମ୍ବର ଭାବେ

ପଶ୍ଚିମବଙ୍ଗରେ ଆରମ୍ଭ ହେଲା ଅନଲକ୍ ପ୍ରକ୍ରିୟା

କୋଲକାତା: ଦିଲ୍ଲୀ ପରେ ପଶ୍ଚିମବଙ୍ଗରେ ଖୋଲିଛି ଲକଡାଉନ । ପଶ୍ଚିମବଙ୍ଗରେ କୋଭିଡ୍ ସ୍ଥିତିକୁ ଦୃଷ୍ଟିରେ ଅନଲକ୍ ପ୍ରକ୍ରିୟା ଆରମ୍ଭ ଯାଇଛି । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟରେ କୋଭିଡ୍ ସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଯାଇ ଅନଲକ୍ ପ୍ରକ୍ରିୟା ଆରମ୍ଭ କରିଛନ୍ତି । ତେବେ ଏହି ସମୟରେ

ଆକ୍ସନ ମୁଡ୍‌ରେ ପାଟପୁର ପୋଲିସ

ଗଞ୍ଜାମ: ଆକ୍ସନ ମୁଡ୍‌ରେ ଗଞ୍ଜାମ ଜିଲ୍ଲା ପାଟପୁର ପୋଲିସ । ବେଆଇନ ଭାବେ ଚାଲିଥିବା ଫ୍ୟାକ୍ଟ୍ରି ଉପରେ କରିଛି ଚଢ଼ାଉ । ବେଆଇନ ଭାବେ ନାମୀ ଦାମୀ କମ୍ପାନୀର କୋଲଡ୍ରିଙ୍କ, ପାଣୀ ଓ କୁରକୁରି ତିଆରି କରି ମାର୍କେଟକୁ ପଠାଉଥିବା କମ୍ପାନୀ ଉପରେ ଚଢ଼ାଉ । ପୋଲିସ ଚଢ଼ାଉ କରି ପେକିଙ୍ଗ ମେସିନ,

ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ପୁରିଛି ବର୍ଷେ

ମୁମ୍ବାଇ: ଜୁନ୍ ୧୪ । ଗତବର୍ଷ ଆଜିର ଦିନ କଥା ମନେ ପଡ଼ିଗଲେ ସମସ୍ତଙ୍କ ଆଖିରେ ଲୁହ ଜକେଇ ଆସେ । କାହିଁକି ନାଁ ଆଜିର ଦିନରେ ସିନେ ପ୍ରେମୀଙ୍କ ମନକୁ ଲାଗିଥିଲା ଶକ୍ତ ଝଟକା । ଖବର ଆସିଥିଲା କି ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ହୋଇଛି । ଯାହାକି ପ୍ରଥମେ ସମସ୍ତଙ୍କ ମିଛ ଲାଗିଥିଲା

୭ ବର୍ଷ ଝିଅକୁ ଶୌଚାଳୟରେ ଦୁଷ୍କର୍ମ, ଅଭିଯୁକ୍ତ ଗିରଫ

ନାଗପୁର: କିଛିକ୍ଷଣର ସୁଖ ଲାଗି ମଣିଷ ପାଲଟି ଯାଉଛି ନର ରାକ୍ଷସ । ସାମାନ୍ୟ ଦେହର ସୁଖ ଲାଗି ବୟସର ତାରତମ୍ୟ ଦେଖୁନାହିଁ ଦେହଲୋଭୀ ମଣିଣ । ଜଣେ ୭ ବର୍ଷର ନାବାଳିକାକୁ ଦୁଷ୍କର୍ମ କରିଛି ୨୫ ବର୍ଷୀୟ ଯୁବକ । ମହାରାଷ୍ଟ୍ରର ନାଗପୁର ଅଞ୍ଚଳରୁ ଆସିଛି ଏଭଳି ଲଜ୍ଜା ଜନକ ଖବର । ପୋଲିସ ଅଭିଯୁକ୍ତ

ଅଭ୍ୟାସ ମ୍ୟାଚରେ ଚମକିଲେ ଭାରତୀୟ ଖେଳାଳୀ, ପଢ଼ନ୍ତୁ କିଏ କେତେ ରନ କଲେ

ସାଉଥମ୍ପନ୍‌: ଆସନ୍ତା ୧୮ ତାରିଖରେ ଭାରତ ନ୍ୟୁଜିଲାଣ୍ଡ ବିପକ୍ଷରେ ବିଶ୍ୱ ଟେଷ୍ଟ ଚାମ୍ପିୟନ୍ସସିପ ଖେଳିବାକୁ ଯାଉଛି । ଏହା ପୂର୍ବରୁ ଦଳ ଏକ ଇଣ୍ଟର ପ୍ରାକ୍ଟିସ ମ୍ୟାଚ ଖେଳିଛି । ତେବେ ଏହି ଅଭ୍ୟାସରେ ଖେଳାଳୀମାନେ ଦମଦାର ଖେଳ ପ୍ରଦର୍ଶନ କରିଛନ୍ତି । ଯୁବ ୱିକେଟ କିପର ବ୍ୟାଟ୍ସମ୍ୟାନ ଋଷଭ

ଆସନ୍ତାକାଲି ଶୀତଳ ଷଷ୍ଠୀ

ଭୁବନେଶ୍ୱର: ଆସନ୍ତାକାଲି ହେଉଛି ଶୀତଳ ଷଷ୍ଠୀ । ଦେବ ଦମ୍ପତିଙ୍କ ବିବାହ । ମହାଦେବ ଶିବଙ୍କ ସହ ଗିରି ନନ୍ଦିନୀ ପାର୍ବତୀଙ୍କ ବିବାହ । ଏଥି ଲାଗି ଚଳ ଚଞ୍ଚଳ ହୋଇ ଉଠିଛି ସମ୍ବଲପୁର । ଏଠାରେ ପ୍ରସିଦ୍ଧ ଶୀତଳ ଷଷ୍ଠୀ ପର୍ବ ଚଳିତ ବର୍ଷ ଟିକେ ଫିକା ପଡିଛି । ତେବେ କରୋନା କଟକଣାକୁ ମାନି

୨୦୨୨ରେ ଗୁଜୁରାଟ ବିଧାନସଭା ନିର୍ବାଚନରେ ଲଢ଼ିବ ଆପ୍‌

ଅହମ୍ମଦାବାଦ: ଦିଲ୍ଲୀରେ ବହୁମତ ପାଇ ସରକାରରେ ଥିବା ଆମଆଦମୀ ପାର୍ଟି ୨୦୨୨ରେ ଗୁଜୁରାଟ ବିଧାନସଭା ଆସନରେ ନିର୍ବାଚନ ଲଢ଼ିବ । ଆଜି ଏନେଇ ସୂଚନା ଦେଇଛନ୍ତି ଆପ ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଗୁଜୁରାଟରେ ପାର୍ଟି ଅଫିସ ଉଦଘାଟନ କରିବା ଅବସରରେ ଏଭଳି ଘୋଷଣା