ସ୍ତ୍ରୀକୁ କଟୁରୀରେ ହାଣି ହତ୍ୟା କଲା ସ୍ୱାମୀ
ନବରଙ୍ଗପୁର: ସ୍ୱାମୀ ସ୍ତ୍ରୀର ସମ୍ପର୍କ ଏକ ପବିତ୍ର ସମ୍ପର୍କ । ସାତ ଜନ୍ମ ଲାଗି ସାଥୀ ହୋଇ ରହିବାକୁ ଅଗ୍ନୀକୁ ସାକ୍ଷା ରଖି ବିବାହ କରିଥାନ୍ତି । ମାତ୍ର ସାମାନ୍ୟ କଳହକୁ କେନ୍ଦ୍ର କରି ସଇତାନ ପାଲଟିଛି ସ୍ୱାମୀ । ସ୍ତ୍ରୀକୁ କଟୁରୀରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି । ନବରଙ୍ଗପୁ!-->…
