Odia News Portal

ଆସନ୍ତାକାଲି ପ୍ରକାଶ ପାଇବ ଆଇସିଏସଇ ଦଶମ ଓ ଦ୍ୱାଦଶ ରେଜଲ୍ଟ

ନୂଆଦିଲ୍ଲୀ: ଆସନ୍ତାକାଲି ପ୍ରକାଶ ପାଇବ ଆଇସିଏସଇ ଦଶମ ଓ ଆଇଏସସି ଦ୍ୱାଦଶ ରେଜଲ୍ଟ । କାଲି ଅପରାହ୍ନ ୩ଟାରେ ରେଜଲ୍ଟ ପ୍ରକାଶ ପାଇବା ନେଇ ସୂଚନା ମିଳିଛି । ଦେଶରେ କୋଭିଡ଼ ଦ୍ବିତୀୟ ଲହରକୁ ଦେଖି ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଗୁରୁତ୍ବ ଦେଇ ସିବିଏସଇ ଭଳି ଇଣ୍ଡିଆନ୍ ସ୍କୁଲ…

ଜାଣନ୍ତୁ ରାଜ କୁନ୍ଦ୍ରାଙ୍କ ସମ୍ପର୍କରେ କିଛି ଅଜଣା କଥା

ମୁମ୍ବାଇ: ଅଶ୍ଲୀଳ ଭିଡିଓ ବନାଉଥିବା ମାମଲାରେ ଜେଲରେ ଅଛନ୍ତି ବିଶିଷ୍ଟ ଶିଳ୍ପପତି ତଥା ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ୱାମୀ ରାଜ କୁନ୍ଦ୍ରା । ଗିରଫ ହେବା ପରେ ଏବେ ଚର୍ଚ୍ଚା ଘନେଇବାରେ ଲାଗିଛି । ଦୀର୍ଘଦିନ ହେବ ଏହି ବ୍ୟବସାୟ କରୁଥିଲେ ସୁଦ୍ଧା କେମିତି କେହି ଜାଣିପାରୁନ ଥିଲେ ତାକୁ…

+୩ ପାଠପଢ଼ାରେ ‘ବିପର୍ଯ୍ୟୟ ପରିଚାଳନା’

ଭୁବନେଶ୍ୱର: ବିପର୍ଯ୍ୟୟ ପରିଚାଳନାକୁ କୋର୍ସରେ ସାମିଲ ନେଇ ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ବୈଠକରେ ନିଷ୍ପତ୍ତି ହୋଇଛି । ଯୁକ୍ତ ତିନି ପ୍ରଥମ ବର୍ଷରେ ବାଧ୍ୟତାମୂଳକ ରହିବ ବିପର୍ଯ୍ୟୟ ପରିଚାଳନା । ବିପର୍ଯ୍ୟୟ, ମହାମାରୀ ପରିଚାଳନା ଓ ସର୍ଭାଇଭାଲ ସ୍କିଲ ପଢାଯିବ । ସମସ୍ତ କଳା, ବିଜ୍ଞାନ,…

ଭାରତୀୟ ଦଳରେ ୪ ଯୁବ କ୍ରିକେଟରଙ୍କ ଡେବ୍ୟୁ

କଲମ୍ବୋ: ଶ୍ରୀଲଙ୍କା ବିପକ୍ଷରେ ଭାରତ ଶେଷ ଦିନିକିଆ ଖେଳୁଛି । ୩ ମ୍ୟାଚ ବିଶିଷ୍ଟ ସିରିଜରେ ଭାରତ ୨-୦ରେ ଆଗୁଆ ରହିଛି । ତେବେ ଦଳରେ ଆଜି ୪ଜଣ ନୂଆ ଖେଳାଳୀଙ୍କୁ ସ୍ଥାନ ମିଳିଛି । ଦିନିକିଆ ଦଳରେ ଆଜି ଡେବ୍ୟୁ କରିଛନ୍ତି ୱିକେଟ କିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ, ନିତିଶ ରାଣା, ଚେତନ…

ସରିଲା ଡିଏଫଓଙ୍କ ଜେରା, ଆସିଲା ସାଙ୍ଘାତିକ ତଥ୍ୟ

ପାରଳାଖେମୁଣ୍ଡି: ଏସିଏଫ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାରେ ସ୍କାନରରେ ଥିବା ଡିଏଫଓ ସଂଗ୍ରାମ କେଶରୀଙ୍କୁ ଆଜି ଜେରା କରୁଥିଲା କ୍ରାଇମବ୍ରାଞ୍ଚ ଟିମ୍ । ତେବେ ଅନେକ ତଥ୍ୟ ମିଳିଥିବା ବେଳେ ଏବେ କୌଣସି ତଥ୍ୟ ଦେଇ ହେବନାହିଁ ବୋଲି କହିଛନ୍ତି ତଦନ୍ତକାରୀ ଅଧିକାରୀ । ତେବେ ଡିଏଫଓଙ୍କ…

ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା, ଜାଣନ୍ତୁ କଣ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ ଆଜି ରାଜ୍ୟରେ କୋଭିଡର ସ୍ଥିତି, ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଏବଂ କୋଭିଡ ସହାୟତା ସଂପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ କିଛି ସପ୍ତାହ ହେଲା ରାଜ୍ୟରେ ପଜିଟିଭିଟି ହାର କମିଥିଲେ ମଧ୍ୟ, କେତେକ…

ଆଜି ଓସିଏରେ ଯୋଗ ଦେବେ ୱାସିମ ଜାଫର

କଟକ: ଅନ୍ତର୍ଜାତୀୟ କ୍ରିକେଟର ୱାସିମ ଜାଫର ଓଡ଼ିଶା କ୍ରିକେଟ ଟିମ୍ର ମୁଖ୍ୟ କୋଚ୍ ଭାବେ ନିଯୁକ୍ତ ହୋଇଛନ୍ତି । ଦୁଇଟି କ୍ରିକେଟ ସିଜନ୍ (୨୦୨୧-୨୨, ୨୦୨୨-୨୩) ପାଇଁ ତାଙ୍କ ସହ ଚୁକ୍ତି କରିଛି ଓଡ଼ିଶା କ୍ରିକେଟ ଆସୋସିଏସନ୍(ଓସିଏ) । ଶୁକ୍ରବାର ଓଡ଼ିଶା ଆସି ଜାଫର୍ କଟକ ଓସିଏ କାର୍ଯ୍ୟାଳୟରେ…

ଅଶ୍ୱିନୀ ବୈଷ୍ଣବଙ୍କ ହାତରୁ ପେପର ଛଡ଼ାଇ ଚିରିବା ଘଟଣା, ସାଂସଦ ଶାନ୍ତନୁ ସେନ୍ ସସପେଣ୍ଡ

ନୂଆଦିଲ୍ଲୀ: ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ହାତରୁ ପେପର୍ ଛଡ଼ାଇ ଆଣି ଚିରିଥିବା ତୃଣମୂଳ କଂଗ୍ରେସ ସାଂସଦ ଶାନ୍ତନ୍ତୁ ସେନ୍ଙ୍କୁ ସଂସଦର ଚଳିତ ମୌସୁମୀ ଅଧିବେଶନରୁ ନିଲମ୍ବିତ କରାଯାଇଛି । ସେ ଆଉ ଏହି ଅଧିବେଶନରେ ଭାଗ ନେଇପାରିବେ ନାହିଁ । ସେନ୍ଙ୍କ ବିରୋଧରେ ଆଜି…

ଆଜି ଭାରତ- ଶ୍ରୀଲଙ୍କା ଅନ୍ତିମ ଦିନିକିଆ

କଲମ୍ବୋ : ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ତୃତୀୟ ତଥା ଚୂଡ଼ାନ୍ତ ଦିନିକିଆ କ୍ରିକେଟ୍ ମ୍ୟାଚ୍ ଆଜି କଲମ୍ବୋର ଆର୍. ପ୍ରେମଦାସା ଷ୍ଟାଡିୟମରେ ଖେଳାଯିବ। ଭାରତ ପୂର୍ବର ଦୁଇଟିଯାକ ମ୍ୟାଚ୍ ଜିତି ସାରିଥିବାରୁ ଏହି ମ୍ୟାଚ୍ ଜିତି ସିରିଜ ମୂଳପୋଛ କରିବା ଲାଗି ଲାଗି ଉଦ୍ୟମ କରିବ ବୋଲି ଆଶା…

ନିଶା ବେପାରୀଙ୍କ ପ୍ରତି ରାଜଧାନୀ ପୁଲିସ୍ କୋହଳ, ସକାଳେ ଧରି ସଞ୍ଜରେ ଛାଡୁଛନ୍ତି

ଭୁବନେଶ୍ୱର : ନିଶା ବେପାରୀଙ୍କୁ ସାବାଡ ପାଇଁ ପୁଲିସ୍ ଡିଜି କଡା ନିର୍ଦ୍ଦେଶ ଦେଉଥିବାବେଳେ ରାଜଧାନୀ ପୁଲିସର ନିଶା ବେପାରୀଙ୍କ ପ୍ରତି କୋହଳ ମନୋଭାବ ଏବେ ଚର୍ଚ୍ଚାର ବିଷୟ ହୋଇଛି । ନିଶା ବେପାରର ପେଣ୍ଠସ୍ଥଳ ପାଲିଟିଥିବା ସ୍ଥାନୀୟ ଛଅ ନମ୍ବର ଅଞ୍ଚଳରୁ ଜଣେ କୁଖ୍ୟାତ ନିଶା ବେପାରୀକୁ ଚୋରା…