ଏସିଏଫ ସୌମ୍ୟ ମୃତ୍ୟୁ ମାମଲା, ଡିଏଫଓ ଏବଂ ମହିଳା ଓଆଇସିଙ୍କୁ କରାଯିବ ଜେରା
ଗଜପତି: ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ଏସିଏଫ ସୌମ୍ୟରଞ୍ଜନଙ୍କ ମୃତ୍ୟୁକୁ ନେଇ ନୂଆ ନୂଆ ତଥ୍ୟ ସାମନାକୁ ଆସୁଛି । ଯାହାକୁ ନେଇ ଅନେକ ଚର୍ଚ୍ଚା ମଧ୍ୟ ହେଉଛି । ତେବେ ଏହି ଘଟଣାରେ ଡିଏଫଓଙ୍କ ସମ୍ପୃକ୍ତି ଥିବା ନେଇ ଚର୍ଚ୍ଚା ହେଉଥିବା ବେଳେ ତାଙ୍କୁ ଜେରା କରାଯିବ ବୋଲି ଆଜି ଗଜପତି ଏସପି!-->…
