୩୦ ଜିଲ୍ଲା ପାଇଁ ପ୍ରଭାରୀ ନିଯୁକ୍ତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ୩୦ ଜିଲ୍ଲା ପାଇଁ ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲା ପ୍ରଭାରୀ ନିଯୁକ୍ତ କରିଛନ୍ତି । ଏନେଇ ବିଧିବଦ୍ଧ ଭାବେଦଳର ଗଣମାଧ୍ୟମ ବ୍ୟାପାର ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି । ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି ଅନୁଗୁଳ!-->…
