Odia News Portal

ଏଥର କୌଣସି ସ୍କୁଲ ରେଜଲ୍ଟ ଶୂନ ହୋଇନାହିଁ

କଟକ: ପ୍ରକାଶ ପାଇଛି ମେଟ୍ରିକ ରେଜଲ୍ଟ । ଚଳିତ ବର୍ଷ ବିନା ପରୀକ୍ଷାରେ ପ୍ରକାଶ ପାଇଛି ରେଜଲ୍ଟ । ମୋଟ ୫,୭୪,୧୨୫ ଜଣ ପିଲା ପରୀକ୍ଷା ଦେଇଥିବା ବେଳେ ୫,୬୨,୦୧୦ ଜଣ ପାସ କରିଛନ୍ତି । ଏଥର କୌଣସି ସ୍କୁଲ ରେଜଲ୍ଟ ଶୂନ ହୋଇନାହିଁ ୭୭୦୩ ଜଣ ଛାତ୍ର ଛାତ୍ରୀ ଫେଲ୍ ହୋଇଥିବା ସୂଚନା ମିଳିଛି ।

ସୁରକ୍ଷାକର୍ମୀ-ଆତଙ୍କବାଦୀ ଗୁଳି ବିନିମୟ, ଜଣେ ଆତଙ୍କବାଦୀ ନିହତ

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର ଶୋପିଆଁର ହାଜୀପୋରା ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଛି। ମୃତ ଆତଙ୍କବାଦୀର ପରିଚୟ ମିଳିନାହିଁ। ଉକ୍ତ ଅଞ୍ଚଳରେ ଆତଙ୍କବାଦୀ ଥିବା ନେଇ ସୂଚନା ମିଳିବା

ପ୍ରକାଶ ପାଇଲା ମେଟ୍ରିକ ରେଜଲ୍ଟ, ୯୭.୮୯ ପ୍ରତିଶତ ପାସ ହାର

କଟକ: ପ୍ରଥମଥର ଲାଗି ବିନା ପରୀକ୍ଷାରେ ପ୍ରକାଶ ପାଇଛି ମେଟ୍ରିକ ରେଜଲ୍ଟ । କଟକ ବୋର୍ଡ଼ ଅପେକ୍ଷାରେ ରେଜଲ୍ଟ ପ୍ରକାଶ କଲେ ଗଣଶିକ୍ଷା ମନ୍ତ୍ରୀ । ରେଜଲ୍ଟ ଜାଣିବା ଲାଗି ଛାତ୍ର ଛାତ୍ରୀଙ୍କ ମଧ୍ୟରେ ଉତ୍କଣ୍ଠା ରହିଛି । ପାଖାପାଖି ସଢ଼େ ୬ ଲକ୍ଷଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ପ୍ରିବୋର୍ଡ ଓ

ଓଡ଼ିଶା ହେବ ବସ୍ତି ମୁକ୍ତ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ କରାଯିବ ଉନ୍ନତିକରଣ

ଭୁବନେଶ୍ୱର: ବସ୍ତି ବାସିନ୍ଦା ଲାଗି ଖୁସି ଖବର । ଓଡ଼ିଶା ହେବ ବସ୍ତି ମୁକ୍ତ । ୨୦୨୩ ସୁଦ୍ଧା ବସ୍ତି ମୁକ୍ତ ହେବ ଓଡ଼ିଶା । ବସ୍ତି ବାସିନ୍ଦାଙ୍କ ନିକଟରେ ସରକାର ପହଞ୍ଚାଇବେ ସମସ୍ତ ପ୍ରକାରର ସୁବିଧା । ୨୯୯୨ ବସ୍ତିର ୭୦ ହଜାର ଲୋକଙ୍କୁ ଦିଆଯିବ ସରକାରୀ ପଟ୍ଟା। ଅନ୍ୟ ଜନବସତି ଭଳି ବସ୍ତି

ଆଜି କରିସ୍ମା କପୁରଙ୍କ ଜନ୍ମଦିନ

ମୁମ୍ବାଇ: କରିସ୍ମା କପୁର । ଏହି ନାମ ହିଁ ଟଥେଷ୍ଟ । ସମସ୍ତେ ଏହି ଅଭିନେତ୍ରୀଙ୍କୁ ଜାଣନ୍ତି । ୯୦ ଦଶକରେ ବଲିଉଡ଼ରେ ତାଙ୍କର ବେଶ ପତିଆରା ଥିଲା । ଆଜି ମଧ୍ୟ ସେ ବେଶ ସୁନ୍ଦର ଦେଖାଯାଉଛନ୍ତି । ଆଜି ହେଉଛି ଏହି ସୁନ୍ଦରୀ ଅଭିନେତ୍ରୀ କରିସ୍ମା କପୁରଙ୍କ ଜନ୍ମଦିନ । ୪୭ ବର୍ଷ ବୟସରେ ପାଦ

ପଟାଙ୍ଗୀର ପୂର୍ବତନ ବିଧାୟିକା ଚନ୍ଦ୍ରମା ସାନ୍ତାଙ୍କ ବିୟୋଗ

କୋରାପୁଟ: କୋରାପୁଟ ଜିଲ୍ଲା ପଟାଙ୍ଗୀ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟିକା ଚନ୍ଦ୍ରମା ସାନ୍ତାଙ୍କ ପରଲୋକ । ହୃଦରୋଗରେ ପିଡିତ ହୋଇ ଦୀର୍ଘଦିନ ହେବ ଚିକିତ୍ସିତ ହେଉଥିଲେ । ଆଜି ତାଙ୍କ ବାସ ଭବନ ମାଳତିପୁଟ ପଞ୍ଚାୟତ ସିପାଇପୁଟରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସକାଳ ୭ଟାରେ ସେ

ସ୍ତ୍ରୀର ତଣ୍ଟି କାଟି ହତ୍ୟା କଲା ସ୍ୱାମୀ

ଜଟଣୀ: ସାତ ଜନ୍ମଲାଗି ସାଥୀ ହୋଇ ରହିବାକୁ ଅଗ୍ନୀକୁ ସାକ୍ଷୀ ରଖି ବାହା ହୋଇଥିଲେ । ମାତ୍ର ଗୋଟିଏ ଜନ୍ମ ଅଧା ନହେଉଣୁ ସ୍ତ୍ରୀକୁ ହତ୍ୟା କରିଛି ସ୍ୱାମୀ । ସାମାନ୍ୟ କଥାକଟିରୁ ହତ୍ୟା ଅଭିଯୋଗ । ଋଣ କିସ୍ତି ଶରଗ୍ଦଗ୍ଦକ୍ଟ ନପାରିବାକ କଥାରୁ ସ୍ତ୍ରୀକୁ ଧରୁଆ ଅସ୍ତ୍ରରେ କାଟିଦେଲା ସ୍ୱାମୀ ।

ଆସୁଛି ତ୍ରୈଲୋକ୍ୟଙ୍କ ଆଉ ଏକ ନୂଆ ଗୀତ

ଭୁବନେଶ୍ୱର: ମୁଁ ଇସ୍କୁଲରେ ପଢ଼ୁଛି, ମୁଁ ପ୍ରଥମ ଶ୍ରେଣୀରେ ପଢ଼ୁଛି । ମୁଁ କଣ ଶୁଣିଲେ ଯେ ଏଇ ସ୍କୁଲ ଉଠି ଯାଉଛି । ପ୍ରଥମ ଶ୍ରେଣୀରେ ପଢ଼ୁଥିବା ବାଲିପାଟଣା ଆମଣାକୁଦ ଗାଁର ତ୍ରୈଲୋକ୍ୟ ରାୟଙ୍କ ଏହି ବାଇଟ୍ ସୋସିଆଲ ମିଡିଆରେ ବେଶ ଭାଇରାଲ ହୋଇଥିଲା । ଏପରିକି ତାଙ୍କ ଡାଇଲକକୁ ନେଇ ଗୀତ ମଧ୍ୟ

ଆତ୍ମହତ୍ୟା କଲେ ସ୍କୁଲ ଶିକ୍ଷକ

ନୂଆଦିଲ୍ଲୀ : ବିଷାଦଗ୍ରସ୍ତ କଲା ମହମାରୀ । ଆତ୍ମହତ୍ୟା କଲେ ଘରୋଇ ସ୍କୁଲ ଶିକ୍ଷକ । ରାଜଧାନୀ ଦିଲ୍ଲୀରେ ଜଣେ ସ୍କୁଲ ଶିକ୍ଷକ ଆତ୍ମହତ୍ୟା କରିବା ପରେ ଚାରିଆଡ଼େ ହଇଚଇ ସୃଷ୍ଟି ହୋଇଛି । ବିଗତ ଦୁଇ ବର୍ଷ ଧରି ବେତନ ନମିଳିବାରୁ ଚିନ୍ତାରେ ଥିଲେ ଶିକ୍ଷକ । ଲକଡାଉନ୍ ସମୟରେ ଘର ଚଳାଇବା

ଭୁବନେଶ୍ୱର ଏକ ନମ୍ବର ହାଟ ବନ୍ଦ ନିର୍ଦ୍ଦେଶ ଦେଲା ବିଏମସି

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ପ୍ରସିଦ୍ଧ ଏକ ନମ୍ବର ହାଟକୁ ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ବନ୍ଦ ନିର୍ଦ୍ଦେଶ ଦେଲା ବିଏମସି । ଉଭୟ ହୋଲସେଲର ଓ ଣିଟେଲର ବ୍ୟବସାୟୀଙ୍କ ଲାଗି ବନ୍ଦ ରହିବ ହାଟ । କୋଭିଡ ସଂକ୍ରମଣ ବଢ଼ିବା ଆଶଙ୍କାରେ ବିଏମସି ପକ୍ଷରୁ ଏହି ନିର୍ଦ୍ଦେଶ ଦିଆଯାଇଛି । ତେବେ ଏଠାରେ