Odia News Portal

ବରିଷ୍ଠ IPS ସ୍ତରରେ ଅଦଳ ବଦଳ

ଭୁବନେଶ୍ୱର: ଆଇପିଏସ ସ୍ତରରେ ଅଦଳ ବଦଳ କରିଛନ୍ତି ରାଜ୍ୟ ସରକାର । ଯଶୋବନ୍ତ ଜେଠୱା ହେଲେ ଭିଜିଲାନ୍ସ ନିର୍ଦ୍ଦେଶକ । ସଞ୍ଜିବ ପଣ୍ଡା ହେଲେ କ୍ରାଇମବ୍ରାଞ୍ଚ ଏଡିଜି । ଅରୁଣ ବୋଥ୍ରା ହେଲେ ପରିବହନ କମିଶନର । ରାଧାକୃଷ୍ଣ ଶର୍ମା ଆଇନ ଶୃଙ୍ଖଳା ଏଡିଜି । ଲଳିତ ଦାସ ଗୁଇନ୍ଦା ନିର୍ଦ୍ଦେଶକ ଭାବେ

WTC ଫାଇନାଲ ମ୍ୟାଚ ହାରିବା ପରେ ମୁହଁ ଖୋଲିଲେ ସଚିନ

ସାଉଥମ୍ପଟନ୍‌: ଫାଇନାଲ ମ୍ୟାଚରେ ଭାରତର ପରାଜୟ ପରେ ବିଭିନ୍ନ ମହଲରୁ ଦଳକୁ ସମାଲୋଚନା କରାଯାଉଛି । କ୍ରିକଟେର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁକର ପରାଜୟ ପରେ ମୁହଁ ଖୋଲିଛନ୍ତି । ବିରାଟ ଓ ପୂଜାରାଙ୍କ ଆଉଟ ଭାରତ ଲାଗି ପରାଜୟ ଆଣିଥିବା ସେ କହିଛନ୍ତି । ସଚିନ କହିଛନ୍ତି କି, ମୁଁ

ସୋନୁଙ୍କୁ ପ୍ରେମିକା ଲାଗି ଆଇଫୋନ ମାଗିଲେ ଯୁବକ

ମୁମ୍ବାଇ: ଅଜବ ପ୍ରେମିକ । ପ୍ରେମିକାକୁ ଆଇଫୋନ ଦେବା ଲାଗି ସୋନୁ ସୁଦଙ୍କୁ ମାଗିଲା ସହାୟତା । ନିଜ ଟ୍ୱିଟର ଆକାଉଣ୍ଟରେ ସୋନୁଙ୍କୁ ଟ୍ୱିଟ୍ କରିଛନ୍ତିି ଜଣେ ଯୁବକ । ଯାହାକି ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି । ଇଞ୍ଜିନିୟର ଲଡକା ନାମକ ଜଣେ ୟୁଜର୍ସ ସୋନୁଙ୍କ ଲେଖିଛନ୍ତି

ପୁଣି ଚର୍ଚ୍ଚାରେ ବର୍ଷା-ଅନୁଭବ ବିବାଦ

କଟକ: କିଛିଦିନର ବିରତି ପରେ ପୁଣିଥରେ ଅଭିନେତ୍ରୀ ବର୍ଷା ଓ ସାଂସଦ ଅନୁଭବ ମହାନ୍ତିଙ୍କ ବିବାଦ ଚର୍ଚ୍ଚା ଘେରକୁ ଆସିଛି । ଉଭୟଙ୍କ ମାମଲା ଚାଲିଥିବା ବେଳେ ମଧ୍ୟସ୍ଥ କେନ୍ଦ୍ରକୁ ବର୍ଷା ଆସିନାହାଁନ୍ତି । ଯାହାକୁ ନେଇ ଅନୁଭବ ଝାଡ଼ିଥିବା ଦେଖିବାକୁ ମିଳିଛି । ଗତକାଲି ଅନୁଭବ ଆସିଥିବା ବେଳେ

ମହିଳା ଯନ୍ତ୍ରୀଙ୍କ ଗଳିତ ମୃତଦେହ ଉଦ୍ଧାର

ଗଞ୍ଜାମ: ବନ୍ଦ ଘର ଭିତରୁ ଉଦ୍ଧାର ହୋଇଛି ମହିଳା ଯନ୍ତ୍ରୀଙ୍କ ଗଳିତ ମୃତଦେହ । ଭଞ୍ଜନଗର ଲଣ୍ଡେଇ ସାହିରେ ଘର ଘର ଭିତରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରିଛି ପୋଲିସ । ଘର ଭିତରୁ ଗନ୍ଧ ଆସିବାରୁ ପୋଲିସକୁ କବର ଦେଇଥିଲେ ପଡୋଶୀ । ମୃଢତ ମହିଳା ଜଣକ ହେଲେ ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ

କାଶ୍ମୀରରେ ଆରମ୍ଭ ହେଲା ମୋଦିଙ୍କ ସର୍ବଦଳୀୟ ବୈଠକ

ଜମ୍ମୁ-କାଶ୍ମୀର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାଶ୍ମୀରରେ ସର୍ବଦଳୀୟ ବୈଠକ ଡକାଇଛନ୍ତି । ସେଭେନ ଲୋକକଲ୍ୟାଣ ମାର୍ଗ ଆବାସିକ କାର୍ଯ୍ୟାଳୟରେ ବୈଠକ ଆରମ୍ଭ ହୋଇଯାଇଛି । ଏହି ବୈଠକରେ ଗୃହମନ୍ତ୍ରୀ ଅମିତ ଶାହା, ପିଏମଓ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ ଏହି ବୈଠକରେ ସାମିଲ ହୋଇଛନ୍ତି ।

ନଜର ପକାନ୍ତୁ ଆଜି କେଉଁଠି କେତେ ଟଙ୍କା ରହିଛି ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ହୁ ହୁ ହୋଇ ବଢ଼ିବାରେ ଲାଗିଛି ପେଟ୍ରୋଲ ଓ ଡିଜେଲ ଦର । ଯାହାକି ସାଧାରଣ ଓ ନିମ୍ନ ମଧ୍ୟବିତଙ୍କ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ଆଜି ଡିଜେଲ ଦରରେ ୭ ପଇସା ପର‌୍ୟ୍ୟନ୍ତ ବୃଦ୍ଧି ହୋଇଥିବା ବେଳେ ପେଟ୍ରୋଲ ଦରରେ ୨୬ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି ।

ଛୋଟ ଛୁଆଙ୍କ ଉପରେ ଟିକା ଟ୍ରାଏଲ

ନୂଆଦିଲ୍ଲୀ: ଦେଶରେ ଏବେ ପିଲାଙ୍କ ଉପରେ କରୋନା ଟିକାକରଣ ପରୀକ୍ଷଣ ଆରମ୍ଭ ହୋଇସାରିଛି । ଏପର୍ଯ୍ୟନ୍ତ ୨ରୁ ୬ ବର୍ଷ ଏପର୍ଯ୍ୟନ୍ତ ବୟସର ୫ ଜଣ ପିଲାଙ୍କୁ ଟିକାକରଣ ସରିଛି । ପ୍ରଥମଥର ଦୁଇ ବର୍ଷ ୮ ମାସର ଶିଶଉକୁ ଟିକା ଦିଆଯାଇଛି । କାନପୁର ଦେହାତରେ ଜମେ ଡାକ୍ତର ନିଜ ଶିଶୁ ଉପରେ

ଥମୁନି ପୋଷ୍ଟର ବିବାଦ, ଆଠଗଡ଼ରେ ବିଜେପି-ବିଜେଡ଼ି କର୍ମୀ ମୁହାଁମୁହିଁ

କଟକ: ଟିକାକେନ୍ଦ୍ରରେ ପୋଷ୍ଟର ମରାକୁ ନେଇ ରାଜ୍ୟ ରାଜନୀତି ଏବେ ହଟ୍ଟଚମଟ ସୃଷ୍‌ଟି ହୋଇଛି । ତେବେ ଆଜି ପୁଣି ପୋଷ୍ଟରକୁ ନେଇ ମୁହାଁମୁହିଁ ହୋଇଛନ୍ତି ବିଜେପି ଓ ବିଜେଡି । ଆଠଗଡ଼ ସ୍ୱାସ୍ଥ୍ୟକେନ୍ଦ୍ରରେ ଟିକାକେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟର ମରାଯାଇଥିବା ବେଳେ ବିଜେପି କର୍ମୀ ଏହାକୁ

ନିର୍ଭୟ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର: ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ନଂ ଲଞ୍ଚପ୍ୟାଡରୁ ଆଜି ୧୦ଟା ୪୩ ମିନିଟରେ ଦୂରଗାମୀ ସବସୋନିକ କ୍ରୁଜ ମିସାଇଲ ନିର୍ଭୟର ସଫଳ ପରୀକ୍ଷଣ ହୋଇଛି । ନିର୍ଭୟର ଲକ୍ଷ୍ୟଭେଦ କ୍ଷମତା ୧୫୦୦ କିଲୋମିଟର । ଏହା ୩୦୦ କିଲୋଗ୍ରାମ ପର୍ଯ୍ୟନ୍ତ ପରମାଣୁ ୱାରହେଡ଼ ନେଇପାରିବ ଓ