ସୁସ୍ଥ ହେଉଛି ଜଗନ୍ନାଥ
ଭୁବନେଶ୍ୱର: ଭୁବନେଶ୍ୱର ଭୀମଟାଙ୍ଗୀ ମର୍ଡର ମିଷ୍ଟ୍ରିର ମୁଖ୍ୟ ଅଭିଯୁକ୍ତ ଜଗନ୍ନାଥ ଧିରେ ଧିରେ ସୁସ୍ଥ ହେବାକୁ ଲାଗିଛି । ୩ରୁ ୪ ଦିନ ମଧ୍ୟରେ ସେ ସମ୍ପୂର୍ଣ୍ଣ ସୁସ୍ଥ ହୋଇଯିବ ବୋଲି କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ ସୂଚନା ମିଳିଛି । ଏବେ ଜଗନ୍ନାଥ ନିଜେ ନିଜେ ଖିଆ ପିଆ କରୁଛି । ତେବେ ସେ!-->…
