ମଶାଣି ଚଣ୍ଡୀ ଛକ ରାସ୍ତାରେ ବୀଭତ୍ସ ହତ୍ୟାକାଣ୍ଡ
ବାସେଳି ସାହି ଥାନା ଅଧୀନ ମଶାଣି ଚଣ୍ଡୀ ଛକ ରାସ୍ତାରେ ଘଟିଛି ବୀଭତ୍ସ ହତ୍ୟା। ମଶାଣି ଚଣ୍ଡୀ କମିଟି ସମ୍ପାଦକ ୪୫ ବର୍ଷୀୟ କୁନା ବେହେରା ଲଙ୍କାଗୁଣ୍ଡ ମାଡ଼କରି ଅତି ବୀଭତ୍ସ ଭାବେ ହାଣି ହତ୍ୟା କରାଯାଇଛି। ଗୁରୁବାର ରାତିରେ ଏହି ନାରକୀୟ କାଣ୍ଡ ଘଟିଛି। ହତ୍ୟା ପରେ ଅଭିଯୁକ୍ତ!-->…
