ପାକିସ୍ତାନରେ ଦିଲ୍ଲୀପ କୁମାରଙ୍କୁ ଦିଆଗଲା ଶ୍ରଦ୍ଧାଞ୍ଜଳୀ
ଲାହୋର: ପ୍ରସିଦ୍ଧ ଅଭିନେତା ଦିଲୀପ କୁମାର ଦୀର୍ଘ ଦିନ ହେବ ରୋଗରେ ପୀଡ଼ିତ ଥିବା ବେଳେ ବୁଧବାର ସକାଳେ ତାଙ୍କର ପରଲୋକ ଘଟିଛି। ସନ୍ଧ୍ୟାରେ ରାଜକୀୟ ସମ୍ମାନ ସହ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି। ହିନ୍ଦୀ ସିନେମା ଜଗତର ଟ୍ରାଜେଡ଼ି କିଙ୍ଗ୍ ଭାବେ ପରିଚିତ ଦିଲୀପ କୁମାରଙ୍କ ବିୟୋଗରେ ବଲିଉଡ଼!-->…
