କୋଭିଡ୍ ସ୍ଥିତି ନେଇ ସର୍ବଦଳୀୟ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟରେ କୋଭିଡ୍ ସ୍ଥିତି ଧିରେ ଧିରେ ବିଗିଡିବାରେ ଲାଗିଛି ।ତେବେ କରୋନା ସ୍ଥିତିର ମୁକାବିଲା ପାଇଁ ଆସନ୍ତା ୧୭ ତାରିଖରେ ସର୍ବଦଳୀୟ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ବୈଠକ ୧୭ ତାରିଖରେ ବିଧାନସଭାର ସମ୍ମିଳନୀ କକ୍ଷରେ ବସିବ। ଆଲୋଚନାରେ ସମସ୍ତ!-->…
