ମାଡି ଆସୁଛି ୟସ୍: ଏସଆରସିଙ୍କ ଗୁରୁତ୍ଵପୂର୍ଣ୍ଣ ସୂଚନା
ଭୁବନେଶ୍ୱର: ଓଡ଼ିଶା ଆଡ଼କୁ ମାଡି ଆସୁଛି ବାତ୍ୟା ୟସ୍ । ତେବେ ବାତ୍ୟା ନେଇ ଗୁରୁତ୍ଵପୂର୍ଣ୍ଣ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଏସଆରସିଙ୍କ କହିବା ଅନୁଯାୟୀ,ଏବେ ପର୍ଯ୍ୟନ୍ତ ୨ ଲକ୍ଷ ଲୋକଙ୍କ ସ୍ଥାନାନ୍ତରଣ ସରିଛି । ଭିତରକନିକା, ଚାନ୍ଦବାଲି, ଧାମରାରେ ବାତ୍ୟା ଲ୍ୟାଣ୍ଡଫଲ!-->…
