Odia News Portal

ଦିଲ୍ଲୀରେ ବଢିଲା ଲକଡାଉନ, ମେଟ୍ରୋ ସେବା ବାତିଲ

ନୂଆଦିଲ୍ଲୀ: ଆଉ ଗୋଟିଏ ସପ୍ତାହ (ମେ ୧୭) ପର୍ଯ୍ୟନ୍ତ ‘ଲକ୍‌ଡାଉନ୍‌’ ବଢ଼ାଇବାକୁ ସରକାର ନିଷ୍ପତ୍ତି ନେଇଛନ୍ତି ଦିଲ୍ଲୀ ସରକାର । ଏ ନେଇ ସୂଚନା ଦେଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍‌ । ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ, ଏଥର ସରକାର ଅପେକ୍ଷାକୃତ କଠୋର

କରୋନା ସଂପର୍କରେ 3 ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଦେଲା ସିଡିସି

ନୂଆଦିଲ୍ଲୀ: କରୋଭାଇରସ୍‌ ଭୂତାଣୁ ‘ସାର୍ସ-କୋଭ୍-୨’ ବାୟୁବାହିତ ବୋଲି ଯୁକ୍ତରାଷ୍ଟ୍ର ଆମେରିକାର ‘ସେଣ୍ଟର୍‌ ଫର୍‌ ଡିଜିଜ୍‌ କଣ୍ଟ୍ରୋଲ୍‌ ଆଣ୍ଡ୍‌ ପ୍ରିଭେନ୍‌ସନ୍‌’ (ସିଡିସି) ସୁନିଶ୍ଚିତ କରିଛି। ‘ସାର୍ସ-କୋଭ୍‌-୨’ ସଂକ୍ରମଣ ସଂକ୍ରାନ୍ତ ସର୍ବସାଧାରଣଙ୍କ ନିମନ୍ତେ ଉଦ୍ଦିଷ୍ଟ

ଭାରତ ମହାସାଗରରେ ଖସିଲା ଚୀନ ରକେଟ

ନୂଆଦିଲ୍ଲୀ: ଚୀନ୍‌ର ବୃହତ୍ତମ ରକେଟ୍‌ ୧୮ ଟନ୍‌ ଓଜନବିଶିଷ୍ଟ ‘ଲଙ୍ଗ୍‌ ମାର୍ଚ ଫାଇଭ୍-ବି’ର ଧ୍ବଂସାବଶେଷ ଭାରତ ମହାସାଗର ମଧ୍ୟକୁ ଖସିପଡ଼ିଥିବା କଥା ଚୀନା ରାଷ୍ଟ୍ରାୟତ ଗଣମଧ୍ୟମସୂତ୍ରରୁ ପ୍ରକାଶ। ସମୁଦ୍ରରେ ପଡ଼ିବା ପୂର୍ବରୁ ପୃଥିବୀର ବାୟୁମଣ୍ଡଳରେ ଘର୍ଷଣ ଯୋଗୁଁ ରକେଟ୍‌ର ବହୁ ଉପକରଣ

ଓଡ଼ିଶାରେ ପ୍ରତିଷ୍ଠା ହେବ ଆଉ ୨ କେନ୍ଦ୍ରୀୟ ବିଦ୍ୟାଳୟ

ଭୁବନେଶ୍ବର: ଓଡ଼ିଶାର ସୁନ୍ଦରଗଡ଼ ଏବଂ ଅନୁଗୁଳ ଜିଲ୍ଲାରେ ପ୍ରତିଷ୍ଠା ହେବ ୨ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ। ଏଥିପାଇଁ ଏମସିଏଲ୍‌ ବୋର୍ଡ ଅନୁମୋଦନ ଦେଇଥିବାରୁ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

କରୋନା କହର: ଆଉ୧୯ ମୁଣ୍ଡ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୩୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ ଜଣ ଆକ୍ରାନ୍ତ ପ୍ରାଣ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ

ଭାରତର ସବୁଠୁ ଧନୀ ବ୍ୟକ୍ତି ରେସରେ ଗୌତମ ଆଦାନୀ

ନୂଆଦିଲ୍ଲୀ: କେବଳ ଭାରତ ନୁହେଁ ଏସିଆର ସବୁଠାରୁ ଧନୀ ବ୍ୟକ୍ତିର ମୁକୁଟ ବର୍ତ୍ତମାନ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଚେୟାରମ୍ୟାନ୍ ମୁକେଶ ଅମ୍ବାନୀଙ୍କ ମୁଣ୍ଡରେ ଅଛି | କିନ୍ତୁ ଏହା ଯେକୌଣସି ସମୟରେ ମୁକେଶ ଅମ୍ବାନୀଙ୍କ ହାତରୁ ଚାଲି ଯାଇପାରେ। କାରଣ ଏହି ମୁକୁଟ ହାସିଲ ଦିଗରେ ଅଦାନୀ କମ୍ପାନୀର