ଆଜି ୬ହଜାର ୯୭ ନୂଆ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ଆଜି ୬,୦୯୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ଜଣାଇଛି । ନୂତନ ସଂକ୍ରମିତଙ୍କ ମଧ୍ୟରୁ ୩୪୪୬ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବାବେଳେ ୨୬୫୧ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୧୭ ଜଣ!-->…
