କୋଭିଡ ପରିଚାଳନା ଲାଗି ବିଏମସିକୁ ୨୦ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କରୋନା ଲହର । ରାଜ୍ୟବାସୀଙ୍କ ଲାଗି ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେମୁଖ୍ୟମନ୍ତ୍ରୀ ଗୋଟିଏ ପରେ ଗୋଟିଏ ପ୍ୟାକେଜ୍ ରାଜ୍ୟବାସୀଙ୍କ ଲାଗି ଘୋଷଣା କରିବାରେ ଲାଗିଛନ୍ତି । ଗତକାଲି ଶିଶୁଙ୍କ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱ ଦେଇଥିବା ମୁଖ୍ୟମନ୍ତ୍ରୀ ଆଜି ଭୁବନେଶ୍ୱର!-->…
