Odia News Portal

ମହିଳା ବିଜେଡ଼ିର ଉପଦେଷ୍ଟା ହେବା ପରେ କବିସୂର୍ଯ୍ୟ ନଗର ବିଧାୟିକା ଲତିକା ପ୍ରଧାନଙ୍କୁ ସମ୍ବର୍ଦ୍ଧନା

ଗଞ୍ଜାମ: ରାଜ୍ୟ ମହିଳା ବିଜେଡିର ଉପଦେଷ୍ଟା ଭାବେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନଙ୍କୁ ନିଯୁକ୍ତି ମିଳିଛି । ଏହି ଅବସରରେ ନିଜ ନିର୍ବାଚନ ମଣ୍ଡଳୀର ବିଭିନ୍ନ ପଞ୍ଚାୟତରୁ ତାଙ୍କୁ ଶୁଭେଚ୍ଛା ସମ୍ବର୍ଦ୍ଧନା ଦିଆଯାଇଛି । ସେହିପରି ମୁମ୍ବାଇ ପ୍ରବାସୀ ଓଡିଆ ସଙ୍ଗଠନ ପକ୍ଷରୁ…

ରାଜଧାନୀରେ ଶହେ ପାର ହେଲା ପେଟ୍ରୋଲ ଦର

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଶହେ ପାରକଲା ପେଟ୍ରୋଲ ଦର । କରୋନା ସମୟରେ ବଢ଼ି ଚାଲିଛି ପେଟ୍ରୋଲ ଦର । ଫଳରେ ଏହାକୁ ନେଇ ଜନସାଧାରଣଙ୍କ ଚିନ୍ତା ବଢ଼ି ଯାଇଛି । ଗୋଟିଏ ପଟେ କରୋନା ସମସ୍ତଙ୍କର ଜୀବିନ ଜୀବିକା ଛଡ଼ାଇ ନେଇଥିବା ବେଳେ ଏହି ସମୟରେ ପୁଣି ତୈଳ ଦର ବୃଦ୍ଧି ଜନତାଙ୍କ ଉପରେ…

୨୩ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡଘଡି ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷରେ ଆସନ୍ତା ୨୪ ଘଂଟା ମଧ୍ୟରେ ୫ ଟି ଜିଲ୍ଲା ଯଥା ମାଲକାନଗିରି, କୋରାପୁଟ, ନୟାଗଡ , କଟକ ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ…

ରାଜ୍ୟରେ ୪୬ ମୁଣ୍ଡନେଲା ମହାମରୀ

ଭୁବନେଶ୍ୱର: ରାଜ୍ୟରେ ଥମିବାର ନାଁ ଧରୁନି କରୋନା ଜନିତ ମୃତ୍ୟୁ ସଂଖ୍ୟା । ପ୍ରତିଦିନ ୪୦ ଉପରେ ରହୁଛି ମୃତକଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ୪୬ ଆକ୍ରାନ୍ତଙ୍କ ପ୍ରାଣନେଇଛି ମହାମାରୀ । ଏଥିସହ ରାଜ୍ୟରେ ମୋଟ କୋଭିଡ୍ ମୃତକଙ୍କ ସଂଖ୍ୟା ୪ ହଜାର ୧୦୯କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରେ…

ରାଜ୍ୟରେ ଦିନକରେ ୩୨୨୨ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୩୨୨୨ ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୧୮୩୮ ଓ ସ୍ଥାନୀୟ ସଂକ୍ରମିତ ୧୩୮୪ ଜଣ ରହିଥିବା ଜଣାଯାଇଛି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୯୧, ବାଲେଶ୍ୱର ୨୦୮, ବରଗଡ ୨୪, ଭଦ୍ରକ ୧୪୧,…

କୃଷକଙ୍କ ପ୍ରସଙ୍ଗରେ ବିଜେପିକୁ ଟାର୍ଗେଟ କଲା ବିଜେଡି

ଭୁବନେଶ୍ୱର: ଦୀର୍ଘ ଏକବର୍ଷରୁ ଅଧିକ ସମୟ ଧରି ବିଜେପି ଶାସିତ ରାଜ୍ୟ ଉତ୍ତରପ୍ରଦେଶ ଓ ହରିଆନାରେ ସେମାନଙ୍କ ଦଳ ବିରୁଦ୍ଧରେ ଚାଲିଥିବା କୃଷକ ଆନ୍ଦୋଳନରୁ ସାଧାରଣ ଲୋକଙ୍କ ନଜର ହଟାଇବା ପାଇଁ ଓଡିଶା ବିଜେପି ଏବଂ ତାଙ୍କ ଦଳର ନେତା ପୃଥ୍ୱୀରାଜ ହରିଚନ୍ଦନ ଆଜି ପୁଣିଥରେ କେତେକ ମିଥ୍ୟା ଓ…

ବାଲିଗୁଡ଼ାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ କରୋନା ପଜିଟିଭ୍‌

ଭୁବନେଶ୍ୱର: ବାଲିଗୁଡ଼ାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ କରୋନା ପଜିଟିଭ୍ ଚିହ୍ନଟ । ଭୁବନେଶ୍ୱର ଏମ୍ସରେ ତାଙ୍କୁ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ଆଣ୍ଟିଜେନ ଟେଷ୍ଟ କରାଯିବା ପରେ ତାଙ୍କର ରିପୋର୍ଟ ପଜିଟିଭ୍ ଆସିଛି । ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ବିଜେପି ସଭାପତି…

ପ୍ରଥମେଶ ମିଶ୍ର ହେଲେ ଆରସିବିର ନୂଆ ଚେୟାରମ୍ୟାନ

ନୂଆଦିଲ୍ଲୀ: ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋରର ନୂଆ ଚେୟାରମ୍ୟାନ ହୋଇଛନ୍ତି ପ୍ରଥମେଶ ମିଶ୍ର । ଆଜି ତାଙ୍କୁ ଏହି ନୂଆ ଦାୟିତ୍ୱ ମିଳିଛି । ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ଫ୍ରାଞ୍ଚାଇଜ୍ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଆଜି ଡିଆଗୋ ବରିଷ୍ଠ ଅଧିକାରୀ ପ୍ରତମେଶ ମିଶ୍ରଙ୍କୁ…

ଝରକା ଭାଙ୍ଗି ନାବାଳିକାଙ୍କୁ ଘରୁ ଉଠାନେଲେ, ୫ଜଣ ମିଶି ଦୁଷ୍କର୍ମ କରିବା ପରେ ହତ୍ୟା କରି ଫୋପାଡି ଦେଲେ…

ପାଟନା: କିଛି କ୍ଷଣର ସୁଖ ଲାଗି ମଣିଷ ପାଲଟି ଯାଉଛି ପଶୁ । ସାମାନ୍ୟ ଦେହର ସୁଖ ଲାଗି ମଣିଷ ପାଲଟୁଛି ନରରାକ୍ଷସ । ଦେହଲୋଭି ମଣିଷଙ୍କ ଉନ୍ମୁକ୍ତକାଣ୍ଡ । ବିହାରର ହାଜିପୁର ଅଞ୍ଚଳରୁ ଆସିଛି ଏକ ଲଜ୍ଜାଜନକ ଖବର । ୫ଜଣ ଯୁବକ ମିଶି ଜଣେ ନାବାଳିକାଙ୍କୁ ଘରୁ ଉଠାଇ ନେଇଥିଲେ । ଦୁଷ୍କର୍ମ କରିବା…

ପୋଲିସ-ମାଓବାଦୀ ଗୁଳି ବିନିମୟରେ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି: ମାଲକାନଗିରି ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ ପୋଲିସ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏଥିରେ ଜଣେ ହାର୍ଡକୋର ମାଓବାଦୀ ପ୍ରାଣ ହରାଇଥିବା ବେଳେ ଘଟଣା ସ୍ଥଳରୁ ଜବାନମାନେ ଗୋଟିଏ ବନ୍ଧୁକ ଓ ଗୋଟିଏ ପିସ୍ତଲ ସହ ଭାରିମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି…