ବରଗଡ଼ ମଲ୍ଟି ସ୍ପେଶାଲିଟି ହସ୍ପିଟାଲରେ ୧୦୦ଟି ଭେଣ୍ଟିଲେଟର ସହ ଆଇସିୟୁ ବେଡର ଶୁଭାରମ୍ଭ
ଭୁବନେଶ୍ବର:କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପଶ୍ଚିମ ଓଡ଼ିଶାର କୋଭିଡ୍ ମୁକାବିଲା କରିବା ପାଇଁ ବରଗଡ଼ର ବିକାଶ ମଲ୍ଟି ସ୍ପେଶାଲିଟି ହସ୍ପିଟାଲରେ ୧୦୦ଟି ଭେଣ୍ଟିଲେଟର ସହ ଆଇସିୟୁ ବେଡର ଶୁଭାରମ୍ଭ କରିଛନ୍ତି । ମହାମାରୀର ମୁକାବିଲା ପାଇଁ ବରଗଡର ବିକାଶ ମଲ୍ଟି ସ୍ପେଶାଲିଟି!-->…
