ଆଜି ୪୩ଜଣଙ୍କ ମୁଣ୍ଡନେଲା କରୋନା
ଭୁବନେଶ୍ୱର: ଦୈନିକ ସଂକ୍ରମଣ ହାର କମୁଥିବାବେଳେ କମୁନି ମୃତ୍ୟୁ ସଂଖ୍ୟା । ଆଜି ରାଜ୍ୟରେ ୪୩ଜଣଙ୍କ କରୋନାଜନିତ ମୃତ୍ୟୁ ହୋଇଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ହଜାର ୧୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୩୩୯୭ ଜଣ ପଜିଟିଭ ଓ ସ୍ଥାନୀୟ!-->…
