Odia News Portal

ଉପରମୁହାଁ କରୋନାଗ୍ରାଫ୍: ରାଜ୍ୟରେ ୧୦,୫୨୧ ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୧୦,୫୨୧ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୫୦୦୧୬୨ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୫୭୬ ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୫୯୪୫ ଜଣ

ମୃତ୍ୟୁ ପରେ ଶବ ଖୋଜୁଛି ଚାରି କାନ୍ଧର ସାହାରା

ଗଞ୍ଜାମ: କରୋନା ସମୟରେ ମରି ଯାଉଛି ମାନବିକତା । ମୃତ୍ୟୁ ପରେ ଯୁଇ ଯାତ୍ରା ପର୍ଯ୍ୟନ୍ତ ଶବକୁ ମିଳୁଛି ନା ସମ୍ମାନ ନା ଆତ୍ମୀୟ ମାନଙ୍କ ଚାରି କାନ୍ଧର ସାହାରା ।କିଛି ଏହିଭଳି ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ପାତ୍ରପୁର ଗ୍ରାମରେ । ସୂଚନା ଅନୁଯାୟୀ, ପାତ୍ରପୁର

କଳାବଜାରୀଙ୍କ ବିରୋଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୫ା୫: ଲକଡାଉନ ସମୟରେ ଅତ୍ୟାବଶ୍ୟକ ସାମଗ୍ରୀର ବେଅ ।ଇନ ମହଜୁଦ ଓ କଳାବଜାରୀ ଉପରେ ରାଜ୍ୟ ସରକାର କଡ଼ା ନଜର ରଖିଛନ୍ତି । ଏଥି ନିମନ୍ତେ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରିବା ସହିତ ଜିଲ୍ଲା ଯୋଗାଣ ଅଧିକାରୀମାନେ ଓ ଅନ୍ୟ କ୍ଷେତ୍ର ଅଧିକାରୀମାନେ ନିଜେ ଜିଲ୍ଲାରେ ବୁଲିବା ସହ ବେଅ

ଖଲ୍ଲିକୋଟ କଲେଜକୁ ମୁଖ୍ୟମନ୍ତ୍ରୀଙ୍କ ଏକକ ବିଶ୍ୱବିଦ୍ୟାଳୟ ମାନ୍ୟତା

ଖଲ୍ଲିକୋଟ: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ବ୍ରହ୍ମପୁର ଖଲ୍ଲିକୋଟ ସ୍ୱୟଂଶାସିତ କଲେଜକୁ ଏକକ ବିଶ୍ୱବିଦ୍ୟାଳୟ ମାନ୍ୟତା ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅଟୋନମସ କଲେଜ ଭାବେ ଥିବା ଖଲ୍ଲିକୋଟ କଲେଜକୁ ଏକକ ବିଶ୍ୱବିଦ୍ୟାଳୟ ଭାବେ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

ସେପ୍ଟେମ୍ବରରେ କରୋନାର ତୃତୀୟ ଲହରୀ

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବରରେ ଆସୁଛି କରୋନା ତୃତୀୟ ଲହରୀ। ଏନେଇ ପୂର୍ବାନୁମାନ କରିଛନ୍ତି ଦିଲ୍ଲୀ ଏମ୍ସର ପୂର୍ବତନ ନିର୍ଦ୍ଦେଶକ ଡାକ୍ତର ଅଶୋକ ମହାପାତ୍ର। ପ୍ରଥମ ଓ ଦ୍ୱିତୀୟ ଲହରରେ ବୟସ୍କ ଓ ଯୁବବର୍ଗ ବେଶି ସଂକ୍ରମିତ ହେଉଥିବା ବେଳେ ତୃତୀୟ ଲହରୀରେ ଶିଶୁ ସଂକ୍ରମିତ ହେବା

ପୋଲିସ ହାତରେ କଟୁରୀ ଗ୍ୟାଙ୍ଗର ୫ସଦସ୍ୟ

ଭୁବନେଶ୍ବର: ରାଜଧାନୀର ଛାତି ଉପରେ ଲୁଟ୍ ପାଟ୍ ଭଳି ଜଘନ୍ୟ ଅପରାଧରେ ସାମିଲ୍ ଥିବା କଟୁରୀ ଗ୍ୟାଙ୍ଗକୁ ଧରିଛି କମିସନରେଟ ପୋଲିସ ।କଟୁରୀ ଗ୍ୟାଙ୍ଗର ୫ ଜଣ ସଦସ୍ୟଙ୍କୁ ଆଜି ଗିରଫ କରିଛି କମିସନରେଟ ପୁଲିସର ସ୍ପେଶାଲ ସ୍କ୍ୱାର୍ଡ ।ଏହି ଗ୍ୟାଙ୍ଗ ଦୀର୍ଘ ଦିନ ଧରି ପଲସର ବାଇକରେ ଆସି କଟୁରୀ

ତାଲାବନ୍ଦରେ ଘରକୁ ଗଲା କମିସନରେଟ ପୋଲିସ

ଭୁବନେଶ୍ୱର: କମିସନରେଟ ପୋଲିସର ଭିନ୍ନ ପ୍ରୟାସ । ତାଲାବନ୍ଦ ବେଳେ ଘରକୁ ଯାଇ ଅଭିଯୋଗ ଶୁଣିଲା କମିସନରେଟ ପୁଲିସ। ଫୋନରେ ଅଭିଯୋଗ ପାଇ ଘରକୁ ଯାଇ ଏତଲା ଆଣିଲେ ନୟାପଲ୍ଲୀ ଥାନା ଅଧିକାରୀ। ୫୦୬ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କଲା ପୁଲିସ। ଆଜିଠାରୁ ସାରା ରାଜ୍ୟରେ ଲକଡାଉନ୍।

ବଙ୍ଗରେ ମମତାଙ୍କ ତୃତୀୟ ଇନିଂସ ଆରମ୍ଭ

ପଶ୍ଚିମବଙ୍ଗ: ଆଜି ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ପଦରେ ବସିଛନ୍ତି ମମତା ବାନାର୍ଜୀ । ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମମତା ବାନାର୍ଜୀ । ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ । ରାଜଭବନରେ ଏହି ଶପଥଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିଲା । କୋଭିଡ ସ୍ଥିତିକୁ