ଟ୍ୱିଟରରେ ପ୍ରଦର୍ଶିତ ଭାରତ ମାନଚିତ୍ରରେ ନାହିଁ ଜମ୍ମୁ-କାଶ୍ମୀର ଓ ଲଦାଖ
ନୂଆଦିଲ୍ଲୀ: ଟ୍ୱିଟର ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ କିଛଦିନ ହେବ ଲାଗି ରହିଛି କନ୍ଦଳ । ଏବେ ଟ୍ୱିଟରରେ ପ୍ରଦର୍ଶିତ ମାନନ୍ତ୍ରରେ ଜମ୍ମୁ-କାଶ୍ମୀର ଓ ଲଦାଖ ନଥିବା ଦେଖିବାକୁ ମିଳିଛି । ଯାହାକୁ ନେଇ ୟୁଜର୍ସମାନେ ବିଭିନ୍ନ କମେଣ୍ଟ ଦେବା ଆରମ୍ଭ କରି ଦେଇଛନ୍ତି । ତେବେ ଟ୍ୱିଟରର ଏଭଳି!-->…
