ପଢ଼ନ୍ତୁ ଆଜି ଦେଶରେ କଣ ରହିଛି କରୋନାର ସ୍ଥିତି
ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମିବାରେ ଲାଗିଛି । ତେବେ ମୃତ୍ୟୁରେ ଲାଗୁନି ବ୍ରେକ । ପ୍ରତିଦିନ ହଜାର ହଜାର ଲୋକଙ୍କ ଜୀବନ ଯାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୬ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା!-->…
