କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବ ଦାସ
ଭୁବନେଶ୍ୱର: ସରକାରୀ ଓ ଘରୋଇ ହସ୍ପିଟାଲ ଟିକା ଅନୁପାତ ପରିବର୍ତନ ପାଇଁ ଦାବି କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ଚିଠି ଲେଖି ଦାବି କରିଛନ୍ତି ମନ୍ତ୍ରୀ ନବ ଦାସ । କେନ୍ଦ୍ର ସରକାର ଘରୋଇ ହସ୍ପିଟାଲକୁ ୨୫ ପ୍ରତିଶତ ଟିକା ଦେବାକୁ କହିଛନ୍ତି । ରାଜ୍ୟରେ ଘରୋଇ!-->…
